ପ୍ରଗତିଶୀଳ ମସିହା, ନିର୍ଭୀକ I ନିର୍ଭୟ I ନିରପେକ୍ଷ
ଆଞ୍ଚଳିକ

କୃଷି ବିଭାଗର ଦାୟିତ୍ୱ ଗ୍ରହଣ କଲେ ଉପମୁଖ୍ୟମନ୍ତ୍ରୀ କନକବର୍ଦ୍ଧନ ସିଂହଦେଓ

କୃଷି ବିଭାଗର ଦାୟିତ୍ୱ ଗ୍ରହଣ କଲେ ଉପମୁଖ୍ୟମନ୍ତ୍ରୀ କନକବର୍ଦ୍ଧନ ସିଂହଦେଓ

ଭୁବନେଶ୍ୱର, : କୃଷି ବିଭାଗର ଦାୟିତ୍ୱ ଗ୍ରହଣ କରିଛନ୍ତି ଉପମୁଖ୍ୟମନ୍ତ୍ରୀ କନକବର୍ଦ୍ଧନ ସିଂହଦେଓ । କୃଷି ବିଭାଗ ଦାୟିତ୍ୱ ନେବାପରେ କୃଷି ଭବନକୁ ଯାଇ ବୁଲି ଦେଖିବା ସହ ଅଧିକାରୀଙ୍କ ସହ ଆଲୋଚନା ମଧ୍ୟ କରିଛନ୍ତି ଉପମୁଖ୍ୟମନ୍ତ୍ରୀ ଶ୍ରୀ ସିଂହଦେଓ । ରାଜ୍ୟରେ କୃଷି କ୍ଷେତ୍ରରେ କିଭଳି ପ୍ରଗତି ହେବ, ସେନେଇ ମିଳିମିଶି କାମ କରିବା ପାଇଁ ପରାମର୍ଶ ଦେଇଛନ୍ତି ଉପମୁଖ୍ୟମନ୍ତ୍ରୀ ତଥା କୃଷି ମନ୍ତ୍ରୀ କନକବର୍ଦ୍ଧନ । ବିଭାଗରେ ମୁଁ ମନ୍ତ୍ରୀ ନୁହେଁ, ଆପଣଙ୍କ ଭଳି ବିଭାଗର ଜଣେ ବୋଲି ମନ୍ତ୍ରୀ କହିଛନ୍ତି ।

ଦୁର୍ଯୋଧନ ବର୍ଗେ ଙ୍କ ରିପୋର୍ଟ୍ 

Related posts

ବରିଷ୍ଠ ଯାଦବ ସମାଜ ସଂଗଠକ ଜଗମୋହନ ଭୋଇ ଙ୍କ ପରଲୋକ

ଜମି ଜାଲିଆତି କରି ମାଫିଆ ମାଲାମାଲ

Sunil Chandra Nayak

ପଶ୍ଚିମ ମୟୁରଭଞ୍ଜ ଠିକାଦାର ସଂଘ ପକ୍ଷରୁ ବିଧାୟକଙ୍କ ସହ ବୈଠକ 

Sunil Chandra Nayak

Leave a Comment

error: Content is protected !!