ପ୍ରଗତିଶୀଳ ମସିହା, ନିର୍ଭୀକ I ନିର୍ଭୟ I ନିରପେକ୍ଷ
ଆଞ୍ଚଳିକ

ଆର୍ଟ ଅଫ ଗିଭିଂ କାର୍ଯ୍ୟକ୍ରମ  

ଆର୍ଟ ଅଫ ଗିଭିଂ କାର୍ଯ୍ୟକ୍ରମ  

ଖଇରା,୧୭/୬/୨୪- ବାଲେଶ୍ଵର ଜିଲ୍ଲା ଖଇରା ବ୍ଳକର ୩ଟି ଅଞ୍ଚଳରେ କିସ୍ ପ୍ରତିଷ୍ଠାତା ଅଚ୍ୟୁତ ସାମନ୍ତ ଦ୍ୱାରା ଆର୍ଟ ଅଫ ଗିଭିଂ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଏହି କାର୍ଯ୍ୟକ୍ରମରେ ଗଡ, ଅର୍ଜୁନପୁର ଓ କୋଚିଆକୋଇଲି ଅଞ୍ଚଳରେ ରହୁଥିବା ଅସହାୟ ଲୋକ ମାନଙ୍କୁ ଶୁଖିଲା ଖାଦ୍ୟ ବଣ୍ଟନ କରାଯାଇଥିଲା । ସେମାନଙ୍କୁ ମୁଢୀ, ବିସ୍କୁଟ ଏବଂ ଓଆରଏସ ପ୍ୟାକେଟ ବଣ୍ଟନ କରାଯାଇଥିଲା । ସେମାନେ ଏହି ଖାଦ୍ୟ ପାଇ ଵହୁତ ଖୁସି ପ୍ରକାଶ କରିଥିଲେ । ଏହି କାର୍ଯ୍ୟକ୍ରମରେ ୨୦ରୁ ଅଧିକ ପରିବାରକୁ ଖାଦ୍ୟ ଵଣ୍ଟନ କରାଯାଇଥିଲା । ଉକ୍ତ କାର୍ଯ୍ୟକ୍ରମରେ ସାମ୍ବାଦିକ କୈଳାସ ଚନ୍ଦ୍ର ଦାସଙ୍କ ସମେତ ସାମ୍ବାଦିକ ଆନନ୍ଦ ଚନ୍ଦ୍ର ବେହେରା, ଗୌତ୍ତମ ମୁଖୀ, କଵିକମଳ ନରେନ୍ଦ୍ର ବେହେରା ଏବଂ କାହ୍ନୁ ଚରଣ ଦାସ ପ୍ରମୁଖ ସହଯୋଗ କରିଥିଲେ ।।

ବାଲେଶ୍ଵରରୁ ନରେନ୍ଦ୍ର ପ୍ରସାଦ ବେହେରାଙ୍କ ରିପୋର୍ଟ

Related posts

ନବରଙ୍ଗପୁର ପୌର ନିର୍ବାହୀ ଅଧିକାରୀ ଙ୍କୁ ଜିଲ୍ଲା ଖାଉଟି ଅଦାଲତଙ୍କ ନୋଟିସ୍ ଜାରି ଦୋକାନ ଗୃହ ଯୋଗାଣରେ ଅନିୟମିତତା ଅଭିଯୋଗ

masiha

ନୂଆପଡ଼ା ଜିଲ୍ଲା ଗସ୍ତରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆସି ବିଧାୟକ ସ୍ୱର୍ଗତ ରାଜେନ୍ଦ୍ର ଢୋଲକିଆ ଙ୍କ ଶ୍ରଦ୍ଧାଞ୍ଜଳୀ ସଭା ରେ ଯୋଗ ଦାନ

Sunil Chandra Nayak

ନବରଙ୍ଗପୁର ଜିଲ୍ଲାପାଳ ଙ୍କୁ ରାଜ୍ୟସ୍ତରୀୟ ସମ୍ବର୍ଦ୍ଧନା

Sunil Chandra Nayak

Leave a Comment

error: Content is protected !!