ପ୍ରଗତିଶୀଳ ମସିହା, ନିର୍ଭୀକ I ନିର୍ଭୟ I ନିରପେକ୍ଷ
ଆଞ୍ଚଳିକ

ମିଳିତ ପଞ୍ଚାୟତ ଉଚ୍ଚ ବିଦ୍ୟାଳୟ ଠାରେ ଯୋଗ ଦିବସ ଅନୁଷ୍ଠିତ

ମିଳିତ ପଞ୍ଚାୟତ ଉଚ୍ଚ ବିଦ୍ୟାଳୟ ଠାରେ ଯୋଗ ଦିବସ ଅନୁଷ୍ଠିତ

ରୁପ୍ରା, ୨୧/୬ (ମନିସ) ନର୍ଲାବ୍ଲକ୍ ଅଧିନ ମୁସ୍କୁଟି ସ୍ଥିତ ମିଳିତ ପଞ୍ଚାୟତ ସରକାରୀ ଉଚ୍ଚବିଦ୍ୟାଳୟ ରୁପ୍ରା ଠାରେ ୧୦ ତମ ଆନ୍ତରଜାତୀୟ ଯୋଗ ଦିବସ ପାଳନ ହୋଇଯାଇଛି । ବିଦ୍ୟାଳୟର ସମସ୍ତ ଛାତ୍ରଛାତ୍ରୀ , ଶିକ୍ଷକ ଶିକ୍ଷୟିତ୍ରୀ ତଥା କର୍ମଚାରୀ ଉପସ୍ଥିତ ରହି କାର୍ଯ୍ୟକ୍ରମକୁ ସଫଲ କରିଥିଲେ । ବିଦ୍ୟାଳୟର ଖେଳ ଶିକ୍ଷକ ସମିର ନାଏକ କାର୍ଯ୍ୟକ୍ରମ ରେ ଯୋଗ ପ୍ରଶିକ୍ଷକ ଭାବରେ କାର୍ଯ୍ୟ ସମ୍ପାଦନ କରିଥିବା ବେଳେ ସମସ୍ତ କର୍ମଚାରୀ ଉପସ୍ଥିତ ରହି ସହଯୋଗ କରିଥିଲେ।

ଅଜୟ କୁମାର ସେନାପତି ଙ୍କ ରିପୋର୍ଟ୍ 

 

Related posts

ଧର୍ମଗଡ ଠାରେ ୮୮ତମ ଓଡ଼ିଶା ଦିବସ

Sunil Chandra Nayak

କାଣ୍ଡସର ସରକାରୀ ଉଚ୍ଚ ବିଦ୍ୟାଳୟର ନୂତନ ଅତିରିକ୍ତ ଶ୍ରେଣୀଗୃହ ଉଦଘାଟନ ସମାରୋହ

Sunil Chandra Nayak

ଏକ ବର୍ଷ ପୂର୍ତ୍ତି ଅବସରରେ ରାଜ୍ୟ ସରକାରଙ୍କ ବିଭିନ୍ନ ଜନହିତକର ଯୋଜନାର ବିଶେଷ ଜନ ସଚେତନତା ପାଇଁ ସାମ୍ୱାଦିକ ସମ୍ମିଳନୀ 

masiha

Leave a Comment

error: Content is protected !!