ପ୍ରଗତିଶୀଳ ମସିହା, ନିର୍ଭୀକ I ନିର୍ଭୟ I ନିରପେକ୍ଷ
ଆଞ୍ଚଳିକ

ବିଶ୍ୱନାଥପୁରଠାରେ ଆନ୍ତର୍ଜାତିକ ଯୋଗଦିବସ ଅନୁଷ୍ଠିତ

ବିଶ୍ୱନାଥପୁରଠାରେ ଆନ୍ତର୍ଜାତିକ ଯୋଗଦିବସ ଅନୁଷ୍ଠିତ

ଲାଞ୍ଜିଗଡ, ୨୧/୦୬(ମନିସ)-ଆଜି ବିଶ୍ୱ ଯୋଗଦିବସ ଅବସରରେ କଳାହାଣ୍ଡି ଜିଲ୍ଲା ଲାଞ୍ଜିଗଡ ବ୍ଲକ ମୁଖ୍ୟାଳୟ ବିଶ୍ୱନାଥପୁରଠାରେ ବ୍ଲକସ୍ତରୀୟ ଯୋଗଦିବସ ଅନୁଷ୍ଠିତ ହୋଇଯାଇଛି। ଲାଞ୍ଜିଗଡ ବ୍ଲକ ପ୍ରଶାସନ ଦ୍ୱାରା ଆୟୋଜିତ ଏହି କାର୍ଯ୍ୟକ୍ରମରେ ଲାଞ୍ଜିଗଡ ବିଡିଓ ଶଶାଙ୍କ ପାତ୍ର ସହକାରୀ ନିର୍ବାହୀ ଯନ୍ତ୍ରୀ ସାଲଖୁ ହେମ୍ବ୍ରମ, ବ୍ଲକ ଅଧ୍ୟକ୍ଷାଙ୍କ ପ୍ରତିନିଧି ହରିଶଙ୍କର ପାତ୍ର, ପୂର୍ବତନ ବ୍ଲକ ଅଧ୍ୟକ୍ଷ ମନୋହର ହରପାଲ, ପୂର୍ବତନ ବ୍ଲକ ଉପାଧ୍ୟକ୍ଷ ଜଗଦୀଶ ବେନିଆଙ୍କ ସମେତ ବ୍ଲକସ୍ତରୀୟ ବିଭିନ୍ନ ବିଭାଗର ଅଧିକାରୀ ଓ କର୍ମଚାରୀମାନେ ସାମିଲ ହୋଇଥିଲେ। ଏଥିରେ ସ୍ଥାନୀୟ ଗୋପବନ୍ଧୁ ହାଇସ୍କୁଲର ବହୁସଂଖ୍ୟକ ଛାତ୍ରଛାତ୍ରୀ ଭାଗ ନେଇଥିଲେ।

ସୁଶିଲ କୁମାର ବାଗ ଙ୍କ ରିପୋର୍ଟ୍ 

Related posts

ଟ୍ରେନରୁ ଖସିପଡ଼ି ଅଜଣା ଯୁବକଙ୍କ ମୃତ୍ୟୁ 

masiha

ଆର କେ ଜୁନିୟର କଲେଜରେ ” ସ୍ୱେଚ୍ଛାସେବୀ ପ୍ରଶିକ୍ଷଣ କାର୍ଯ୍ୟକ୍ରମ “

Sunil Chandra Nayak

ବିଭିନ୍ନ ଦାବିନେଇ ଅଗ୍ନିଶମ ବାହିନୀ ଙ୍କ କାର୍ଯ୍ୟବନ୍ଦ ଆନ୍ଦୋଳନ

masiha

Leave a Comment

error: Content is protected !!