ପ୍ରଗତିଶୀଳ ମସିହା, ନିର୍ଭୀକ I ନିର୍ଭୟ I ନିରପେକ୍ଷ
ଆଞ୍ଚଳିକ

ଧର୍ମଗଡ଼ ଓକିଲ ସଂଘ ପକ୍ଷରୁ ନବନିର୍ବାଚିତ ଧର୍ମଗଡ଼ ବିଧାୟକ ସୁଧୀର ପଟ୍ଟଯୋଶୀ ଙ୍କୁ ସମ୍ବର୍ଦ୍ଧନା

ଧର୍ମଗଡ଼ ଓକିଲ ସଂଘ ପକ୍ଷରୁ ନବନିର୍ବାଚିତ ଧର୍ମଗଡ଼ ବିଧାୟକ ସୁଧୀର ପଟ୍ଟଯୋଶୀ ଙ୍କୁ ସମ୍ବର୍ଦ୍ଧନା

ଧର୍ମଗଡ଼: ନବନିର୍ବାଚିତ ଧର୍ମଗଡ଼ ବିଧାୟକ ସୁଧୀର ପଟ୍ଟଯୋଶୀ ଙ୍କୁ ଧର୍ମଗଡ଼ ଓକିଲ ସଂଘ ପକ୍ଷରୁ ଆଜି ସ୍ଥାନୀୟ କୋର୍ଟ ପରିସରରେ ଆଜି ଭଵ୍ୟ ସମ୍ବର୍ଦ୍ଧନା ପ୍ରଦାନ କରାଯାଇଥିଲା। ଓକିଲ ସଂଘ, ମୁନସୀ ସଂଘ ମଧ୍ୟ ନବନିର୍ବାଚିତ ଧର୍ମଗଡ଼ ବିଧାୟକ ଶ୍ରୀ ପଟ୍ଟଯୋଶୀ ଙ୍କୁ ସମ୍ବର୍ଦ୍ଧନା ପ୍ରଦାନ କରିଥିଲେ। 

 ସଂଘର ସଭାପତି ତୁଷାର ରଞ୍ଜନ ପଟ୍ଟଯୋଶୀ ଙ୍କ ସଭାପତିତ୍ବରେ ଆୟୋଜିତ ଉକ୍ତ କାର୍ଯ୍ୟକ୍ରମରେ ସାଧାରଣ ସମ୍ପାଦକ ଥଵିର ପ୍ରସାଦ ସାହୁ, ଆଇନଜୀବୀ ଚିନ୍ତାମଣି ପାତ୍ର, ପ୍ରସନ୍ନ ଅଗସ୍ତି, ପ୍ରଦୀପ ଦାସ, ଦେବି ପ୍ରସାଦ ମିଶ୍ର, ଆଦିତ୍ୟ କୁମାର ପଣ୍ଡା, ଲିଙ୍ଗରାଜ ବେହେରା, ସନ୍ତୋଷ ମେହେର, ସୁବାସ ଚନ୍ଦ୍ର ପାଣିଗ୍ରାହୀ, ରାଜେନ୍ଦ୍ର ମୁନି, ରିଖିରାମ ସାଗର ପ୍ରମୁଖ ଉପସ୍ଥିତ ଥିଲେ।

ବିଦ୍ୟାଧର ସାହୁଙ୍କ ରିପୋର୍ଟ….

Related posts

ଉତ୍କଳ ଆଲୁମିନାର ବାଫିଲମାଳି ବକ୍ସାଇଟ ଖଣିରେ ସ୍ୱଚ୍ଛତା ହି ସେବା ଅଭିଯାନ

masiha

ଦେଶରେ ସବୁ ନାଗରିକମାନଙ୍କ ପାଇଁ ସମାନ ସଂହିତା ଆଇନ ପ୍ରଣୟନ ସହିତ ଜାତି , ବର୍ଣ୍ଣ, ଧର୍ମ ନିର୍ବିଶେଷରେ ସବୁ ନାଗରିକଙ୍କ ନିମନ୍ତେ ଦୁଇ ସନ୍ତାନ ଆଇନ ଲାଗୁ କରିବା ପାଇଁ ଦାବିପତ୍ର ପ୍ରଦାନ

Sunil Chandra Nayak

ଓଡିଶା ମିଲେଟ ମିଶନର ଏସଏଚଜି ମହିଳା ମାନଙ୍କୁ ତାଲିମ 

masiha

Leave a Comment

error: Content is protected !!