ପ୍ରଗତିଶୀଳ ମସିହା, ନିର୍ଭୀକ I ନିର୍ଭୟ I ନିରପେକ୍ଷ
ଆଞ୍ଚଳିକ

ମହାବିଦ୍ୟାଳୟ ପରିସରରେ ଆନ୍ତର୍ଜାତୀୟ ନିଶା ନିବାରଣ ଦିବସ ପାଳିତ 

ମହାବିଦ୍ୟାଳୟ ପରିସରରେ ଆନ୍ତର୍ଜାତୀୟ ନିଶା ନିବାରଣ ଦିବସ ପାଳିତ 

ଔପଦା,୨୬/୬/୨୪- ବାଲେଶ୍ଵର ଜିଲ୍ଲା ଔପଦା ଡିଗ୍ରୀ ମହାବିଦ୍ୟାଳୟ ପରିସରରେ ଜାତୀୟ ସେବା ସଂସ୍ଥା ଆନୁକୂଲ୍ୟରେ ପ୍ରୋଗ୍ରାମ ଅଫିସର ଦ୍ୱାରିକାନାଥ ସତପଥୀଙ୍କ ତତ୍ୱାବଧାନରେ ଆନ୍ତର୍ଜାତିକ ନିଶା ନିବାରଣ ଦିବସ ଓ ବିଶ୍ବ ରକ୍ତ ଶିକୁଳି ଦିବସ ପାଳିତ ହୋଇଯାଇଛି । ଏଥିରେ ମହାବିଦ୍ୟାଳୟର ଅଧ୍ୟକ୍ଷ ମୋହନ ଚରଣ ସାହୁ ଅଧ୍ୟକ୍ଷତା କରି ଥିଲେ । ପ୍ରାକ୍ତନ ଅଧ୍ୟକ୍ଷ କମଳାକାନ୍ତ ଦାସ, ଲଷ୍ମୀନାରାୟଣ ଦାସ, ପୂର୍ଣଚନ୍ଦ୍ର ନାୟକ, କର୍ମଚାରୀ ଓ ଛାତ୍ରଛାତ୍ରୀ ମାନେ ଏଥିରେ ପୂର୍ଣ୍ଣ ସହଯୋଗ କରିଥିଲେ । ଏହି କାର୍ଯ୍ୟକ୍ରମ ଆସନ୍ତା ଜୁଲାଇ ମାସ ୩ ତାରିଖ ପର୍ଯ୍ୟନ୍ତ ଜାରି ରହିବ ବୋଲି ମହାବିଦ୍ୟାଳୟ ପ୍ରକାଶ କରିଛି ।।

ବାଲେଶ୍ଵରରୁ ନରେନ୍ଦ୍ର ପ୍ରସାଦ ବେହେରାଙ୍କ ରିପୋର୍ଟ

Related posts

ପ୍ରଥମ ରାଷ୍ଟ୍ରୀୟ ଲୋକ ଅଦାଲତ ୨୦୨୪ ପ୍ରସ୍ତୁତି

masiha

କଳାହାଣ୍ଡି ଉତ୍ସବ ଘୁମୁରା -୨୦୨୩ ନିମନ୍ତେ ଚୂଡାନ୍ତ ପର୍ଯ୍ୟାୟ ବୈଠକ ଓ ସାମ୍ବାଦିକ ସମ୍ମିଳନୀ ଅନୁଷ୍ଠିତ, ଜିଲ୍ଲାର କଳା ସଂସ୍କୃତିକୁ ଦିଆଯିବ ଗୁରୁତ୍ବ !

Sunil Chandra Nayak

ଅନିର୍ଦ୍ଦିଷ୍ଟ ଧାରଣାରେ ବସିଲେ ବେସରକାରୀ ଅଧ୍ୟାପକ ଓ କର୍ମଚାରୀ

Sunil Chandra Nayak

Leave a Comment

error: Content is protected !!