ପ୍ରଗତିଶୀଳ ମସିହା, ନିର୍ଭୀକ I ନିର୍ଭୟ I ନିରପେକ୍ଷ
ଧର୍ମୀୟ ସଂସ୍କୃତି

ଧର୍ମଗଡ଼ ରଥଯାତ୍ରା ମହା ସମାରୋହରେ ଅନୁଷ୍ଠିତ

ଧର୍ମଗଡ଼ ରଥଯାତ୍ରା ମହା ସମାରୋହରେ ଅନୁଷ୍ଠିତ

ଧର୍ମଗଡ଼ ରଥଯାତ୍ରା ମହା ସମାରୋହରେ ଅନୁଷ୍ଠିତ ହୋଇଯାଇଛି।

ପଣ୍ଡିତ ପ୍ରଭାକର ନନ୍ଦ ଓ ମନ୍ଦିର ପୂଜକ ଭଣ୍ଡେଶ୍ୱର ଆଚାର୍ଯ୍ୟ ଙ୍କ ଦ୍ଵାରା ବିଧିମତେ ସମସ୍ତ ନୀତିକାନ୍ତି ମଧ୍ୟରେ ପୂଜାର୍ଚ୍ଚନା କରାଯାଇ ରଥ ପ୍ରତିଷ୍ଠା ପରେ ଶ୍ରୀ ଜୀଉଙ୍କୁ ପହଣ୍ଡି ରେ ରଥାରୁଢ଼ କରାଯାଇଥିଲା।

ଧର୍ମଗଡ଼ ବିଧାୟକ ସୁଧୀର ରଞ୍ଜନ ପଟ୍ଟଯୋଷୀ ଛେରା ପହରା କାର୍ଯ୍ୟ ତୁଲାଇଥିଲେ।

 ଟ୍ରଷ୍ଟ ର ସଭାପତି ଉପଜିଲ୍ଲାପାଳ ଧିମାନ ଚକମା, ଆଇଏଏସ,ଟ୍ରଷ୍ଟ ର ସଂପାଦକ ନିରଞ୍ଜନ ମହାପାତ୍ର, ବରିଷ୍ଠ ସଦସ୍ୟ ସୁରେଶ ଚନ୍ଦ୍ର ମୁଣ୍ଡ,ବିଦ୍ୟାଧର ସାହୁ, ହୃଷୀକେଶ ମିଶ୍ର,ସୁରେନ୍ଦ୍ର ମୁନି, ଜନ୍ମେଜୟ ନାଏକ, ରାମଚନ୍ଦ୍ର ପାଣିଗ୍ରାହୀ, କମଲୁ ଅଗ୍ରୱାଲ, କଦମ୍ବ ନାଏକ, ବ୍ରଜେସ ପଣ୍ଡା, ମାନସ ଆଚାର୍ଯ୍ୟ, କୁମୁଦ ଚନ୍ଦ୍ର ସାହୁ ସମେତ ଲକ୍ଷ୍ମୀକାନ୍ତ ଖମାରୀ, ଇଙ୍ଗିତ କୁମାର ପଣ୍ଡା, ଲଳିତ ଅଗ୍ରୱାଲ,ରଥଯାତ୍ରା ପରିଚାଳନା କମିଟି ର ସଭାପତି ବିଷ୍ଣୁ ପ୍ରସାଦ ଅଗ୍ରୱାଲ, ସଂପାଦକ ସରୋଜ କୁମାର ସାହୁ ସକ୍ରିୟ ସହଯୋଗ କରିଥଲେ।ତହସିଲଦାର ସଞ୍ଜୟ କୁମାର ସାମନ୍ତରା, ଏନଏସି ନିର୍ବାହୀ ଅଧିକାରୀ ଚନ୍ଦ୍ରକାନ୍ତ ଖମାରୀ,ଟ୍ରଷ୍ଟର ଉପସଭାପତି ତୁଷାର ରଞ୍ଜନ ପଟ୍ଟଯୋଶୀ, ସନ୍ତୋଷ ମେହେର, ପ୍ରଦୀପ ଦାସ, ସୁମନ୍ତ କୁମାର ପଣ୍ଡା ତଥା ବହୁ ଭକ୍ତ ଏହି ଅବସରରେ ଉପସ୍ଥିତ ଥିଲେ। ଯାତ୍ରା ପାଇଁ ପ୍ରଶାସନ ପକ୍ଷରୁ ବ୍ୟାପକ ସୁରକ୍ଷା ବ୍ୟବସ୍ଥା କରାଯାଇଥିଲା।

ବିଦ୍ୟାଧର ସାହୁଙ୍କ ରିପୋର୍ଟ…..

Related posts

ବୋରିଗାଁ ରେ ତିନି ମାସ ପରେ ବାଲିଯାତ୍ରା  ହେଲା ଉଦଯାପିତ

ଚଙ୍ଗରିଆ ଥପାପଡା ରେ ୨ୟ ବର୍ଷ ଅଷ୍ଟ ପ୍ରହର ନାମଯଜ୍ଞ ଉତ୍ସାହ ଉଦ୍ଦୀପନା ସହ ସମ୍ପନ୍ନ

masiha

ବାଣପୁର ଗୁପ୍ତେଶ୍ୱର ଦେବଙ୍କ ପୀଠରେ ବିଶ୍ଵଶାନ୍ତି ମହାଯଜ୍ଞ ଓ ତେଇଶ ଦେବା ଦେବୀଙ୍କ ମେଳନ ମହୋତ୍ସବ ସମାପନ

Sunil Chandra Nayak

Leave a Comment

error: Content is protected !!