ପ୍ରଗତିଶୀଳ ମସିହା, ନିର୍ଭୀକ I ନିର୍ଭୟ I ନିରପେକ୍ଷ
ଆଞ୍ଚଳିକ

ବିଷ୍ଣୁପ୍ରିୟା ଚାରି ଟେବୁଲ୍ ଟ୍ରଷ୍ଟ,ଓଡ଼ିଶା ପକ୍ଷରୁ ୭୫ ତମ ବନ ମହୋତ୍ସବ ସପ୍ତାହ ପାଲିତ 

ବିଷ୍ଣୁପ୍ରିୟା ଚାରି ଟେବୁଲ୍ ଟ୍ରଷ୍ଟ,ଓଡ଼ିଶା ପକ୍ଷରୁ ୭୫ ତମ ବନ ମହୋତ୍ସବ ସପ୍ତାହ ପାଲିତ 

କଟକ : ୭୫ ତମ ବନ ମହୋତ୍ସବ ସପ୍ତାହରେ ବୃକ୍ଷରୋପଣ କରିଲେ ସାମାଜିକ ସଂଗଠନ ବିଷ୍ଣୁପ୍ରିୟା ଚାରି ଟେବୁଲ୍ ଟ୍ରଷ୍ଟ,ଓଡ଼ିଶା (ବିସିଟି) ବରେଣ୍ୟ ପ୍ରତିଷ୍ଠାତା ସମାଜସେବୀ ଇଂ.ବିମଳ ଚନ୍ଦ୍ର ଦାସ । ରାଜ୍ୟର ବିଭିନ୍ନ ସ୍ଥାନରେ ବୃକ୍ଷରୋପଣ ସହ ସେବା କାର୍ଯ୍ୟ ନେଇ ସେ ଟ୍ରଷ୍ଟ କାର୍ଯ୍ୟକର୍ତ୍ତା ଓ ସାଧାରଣରେ ଆହ୍ବାନ ଦେବା ସହ ନିଜେ ବୃକ୍ଷରୋପଣ କରିଛନ୍ତି । ବୃକ୍ଷରୋପଣ ସହ ଏହାର ଉପଯୁକ୍ତ ରକ୍ଷଣାବେକ୍ଷଣ କରିବା ନେଇ ସେ ତାଦରଖ କରିଥିଲେ ।

ଶ୍ରୀକାନ୍ତ ବେଉରା ଙ୍କ ରିପୋର୍ଟ୍ 

Related posts

ଆସିକାରେ ମହିଳା ଅଧିକାର ଆଇନ ଏବଂ ସୁରକ୍ଷା ବ୍ୟବସ୍ଥା ଉପରେ ଆଲୋଚନା ଚକ୍ର 

masiha

ନର୍ଲାବ୍ଲକ୍ ରେ ଫାଇଲେରିଆ ନିରାକରଣ ନିମନ୍ତେ ସାମୁହିକ ଔଷଧ ସେବନ କାର୍ଯ୍ୟକ୍ରମର ଶୁଭାରମ୍ଭ

masiha

ଧର୍ମଗଡ଼ ମହିଳା ମହାବିଦ୍ୟାଳୟ (ଯୁକ୍ତ ଦୁଇ ଏବଂ ଯୁକ୍ତ ତିନି)ର ବାର୍ଷିକ କ୍ରୀଡା ଉତ୍ସବ ଉଦଯାପିତ 

Sunil Chandra Nayak

Leave a Comment

error: Content is protected !!