ପ୍ରଗତିଶୀଳ ମସିହା, ନିର୍ଭୀକ I ନିର୍ଭୟ I ନିରପେକ୍ଷ
ଆଞ୍ଚଳିକ

ସରକାରୀ ସ୍ୱୟଂଶାସିତ ମହାବିଦ୍ୟାଳୟ, ରାଉରକେଲା ଗୋ-ଗ୍ରୀନ କ୍ଲବ୍‌ ପକ୍ଷରୁ ମେଗା ବୃକ୍ଷରୋପଣ କାର୍ଯ୍ୟକ୍ରମ ଆୟୋଜିତ 

ସରକାରୀ ସ୍ୱୟଂଶାସିତ ମହାବିଦ୍ୟାଳୟ, ରାଉରକେଲା ଗୋ-ଗ୍ରୀନ କ୍ଲବ୍‌ ପକ୍ଷରୁ ମେଗା ବୃକ୍ଷରୋପଣ କାର୍ଯ୍ୟକ୍ରମ ଆୟୋଜିତ 

ରାଉରକେଲା: ଉଭୟ କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ପକ୍ଷରୁ ସାରା ଦେଶରେ ଚାଲିଛି ବୃକ୍ଷରୋପଣ କାର୍ଯ୍ୟକ୍ରମ । ଏହି କ୍ରମରେ ରାଉରକେଲା ସହରର ପାନପୋଷ ସ୍ଥିତ ସରକାରୀ ସ୍ୱୟଂଶାସିତ ମହାବିଦ୍ୟାଳୟ, ରାଉରକେଲା ଗୋ-ଗ୍ରୀନ କ୍ଲବ୍‌ ପକ୍ଷରୁ ମେଗା ବୃକ୍ଷରୋପଣ କାର୍ଯ୍ୟକ୍ରମ ଆୟୋଜିତ ହୋଇଯାଇଛି। ମହାବିଦ୍ୟାଳୟର ଅଧ୍ୟକ୍ଷ ପ୍ରଫେସର ଡ. ବିଜୟ କୁମାର ବେହେରାଙ୍କ ମାର୍ଗଦର୍ଶନ ଏବଂ ଗୋ-ଗ୍ରୀନ୍‌ କ୍ଲବ୍‌ର ସଂଯୋଜକ ତଥା ଅଧ୍ୟାପିକା ମନିଶା ନାୟକଙ୍କ ନେତୃତ୍ବ ଏହି କାର୍ଯ୍ୟକ୍ରମ ମାଧ୍ୟମରେ ଛାତ୍ରଛାତ୍ରୀମାନେ ଅନୁଷ୍ଠାନ ପରିସରରେ ବିଭିନ୍ନ ପ୍ରକାରର ବୃକ୍ଷଚାରା ରୋପଣ କରିଛନ୍ତି । ଏଥିରେ ଇକୋ କ୍ଲବ୍‌ର ସଂଯୋଜକ ଡ ପ୍ରତାପ କୁମାର ସ୍ୱାଇଁ ସଦସ୍ୟା ଗ୍ଲାଡ୍‌ସୀ ବେକ୍‌ଙ୍କ ସମେତ ଗୋ-ଗ୍ରୀନ କ୍ଲବ୍‌ର ସଦସ୍ୟା ଅଧ୍ୟାପିକା ଲିଲି ପ୍ରେମା ମିଞ୍ଜ ଓ ଅନିତା ଜୈନ ପ୍ରମୁଖ ସକ୍ରୀୟ ସହଯୋଗ କରିଥିଲେ। ଏଥିରେ ଶତାଧିକ ଭିନ୍ନ ଭିନ୍ନ ବର୍ଗର ବୃକ୍ଷ ଚାରା ରୋପଣ କରାଯାଇଥିଲା।

ରାଉରକେଲା ରୁ କୁଞ୍ଜ ବିହାରି ରାଉତ ଙ୍କ ରିପୋର୍ଟ୍ 

Related posts

ଗୁରୁ ଦିବସରେ ରାଜ୍ୟର ତିରିଶି ଜଣ ଲୋକ କଳା ଗୁରୁ ହେବେ ସମ୍ବର୍ଦ୍ଧିତ : ମହାସଂଘ 

Sunil Chandra Nayak

ଆସ୍ଥା ଓ ବିଶ୍ୱାସର ପୀଠ ସିନାପାଲି ଶିବ ମନ୍ଦିର- , ମନ୍ଦିର ପ୍ରତିଷ୍ଠା ପରେ ଅଂଚଳରେ ଖୁସିର ମାହୋଲ 

ଆଦିବାସୀ ମହାବିଦ୍ଯାଳୟରେ +୩ ପ୍ରଥମ ପର୍ଯ୍ଯାୟ ନାମଲେଖା ଆରମ୍ଭ

Sunil Chandra Nayak

Leave a Comment

error: Content is protected !!