ପ୍ରଗତିଶୀଳ ମସିହା, ନିର୍ଭୀକ I ନିର୍ଭୟ I ନିରପେକ୍ଷ
ଆମ ଓଡ଼ିଶା

ରାଜଧାନୀରେ ଖୋଲିଲା ଦେଶର ପ୍ରଥମ ଚାଉଳ ଏଟିଏମ୍

ରାଜଧାନୀରେ ଖୋଲିଲା ଦେଶର ପ୍ରଥମ ଚାଉଳ ଏଟିଏମ୍

ଭୁବନେଶ୍ୱର :ରାଜଧାନୀରେ ଖୋଲିଥିବା ଦେଶର ପ୍ରଥମ ଚାଉଳ ଏଟିଏମ୍‌ ଯଦି ସଫଳ ହୁଏ ତେବେ ଆଗାମୀ ଦିନରେ ଏହା ସବୁ ଜିଲ୍ଲା ଆଉ ବ୍ଲକରେ ଖୋଲିବ । ଏବେ ଏଟିଏମ୍‌ରୁ ଆପଣ ଉଠାଇ ପାରିବେ ଚାଉଳ । ଭୁବନେଶ୍ୱରରେ ଖୋଲିଛି ଦେଶର ପ୍ରଥମ ଚାଉଳ ଏଟିଏମ୍ । ମଞ୍ଚେଶ୍ବର ସ୍ଥିତ ଚାଉଳ ଗୋଦାମଠାରେ ଖୋଲିଛି ଏହି ରାଇସ୍ ଏଟିଏମ୍‌ । ଏହି ଚାଉଳ ଏଟିଏମ୍‌କୁ ଉଦଘାଟନ କରିଛନ୍ତି ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର । ଏହି ଏଟିଏମରୁ ଜଣେ ହିତାଧିକାରୀ ନିଜ କାର୍ଡ ନମ୍ବର ମାରି ଥମ୍ବ ସ୍କାନ କରି ଚାଉଳ ନେଇପାରିବେ।

ପ୍ରତିନିଧି ସମୀର କୁମାର ପ୍ରଧାନ ଙ୍କ ରିପୋର୍ଟ ଓଡିଶା ସମସ୍ୟା ନିୟୁଜ!

Related posts

ଖୋର୍ଦ୍ଧାରୋଡ-ବଲାଙ୍ଗୀର ରେଳ ପ୍ରକଳ୍ପ,ମିଳିଲା ୬୮ କିମି ଜଙ୍ଗଲ ଜମିକୁ ଅନୁମତି

Sunil Chandra Nayak

ପ୍ରଦୀପ ଜେନା ହେଲେ ମୁଖ୍ୟ ଶାସନ ସଚିବ, ମାର୍ଚ୍ଚ ୧ରୁ ଦାୟିତ୍ୱ ଗ୍ରହଣ କରିବେ

Sunil Chandra Nayak

ବଜେଟ୍ ୨୦୨୩: ବିଧାନସଭାରେ ରାଜ୍ୟ ବଜେଟ୍‌ ଉପସ୍ଥାପିତ: ୨ ଗୁଣ ବଢିଲା କୃଷି ବଜେଟ୍

Sunil Chandra Nayak

Leave a Comment

error: Content is protected !!