ପ୍ରଗତିଶୀଳ ମସିହା, ନିର୍ଭୀକ I ନିର୍ଭୟ I ନିରପେକ୍ଷ
ଆଞ୍ଚଳିକ

ନୂଆପଡ଼ା ସଦର ମହକୁମା ଠାରେ ଜିଲ୍ଲା ପ୍ରଶାସନ ପକ୍ଷ ରୁ ହର ଘର ତ୍ରିରଙ୍ଗା କାର୍ଯ୍ୟକ୍ରମ ଅନୁଷ୍ଠିତ 

ନୂଆପଡ଼ା ସଦର ମହକୁମା ଠାରେ ଜିଲ୍ଲା ପ୍ରଶାସନ ପକ୍ଷ ରୁ ହର ଘର ତ୍ରିରଙ୍ଗା କାର୍ଯ୍ୟକ୍ରମ ଅନୁଷ୍ଠିତ 

ନୂଆପଡା, // ନୂଆପଡ଼ା ସଦର ମହକୁମା ସ୍ଥିତ ମିନି ଷ୍ଟାଡିୟମ୍ ଠାରେ ଜିଲ୍ଲା ପ୍ରଶାସନ ପକ୍ଷ ରୁ ହର ଘର ତ୍ରିରଙ୍ଗା କାର୍ଯ୍ୟକ୍ରମ ଯୋଗଦାନ କରି ଦେଶ ମାତୃକା ର ସମ୍ମାନ, ସ୍ବାଭିମାନ, ଗର୍ବ ଓ ଗୌରବ ଆମ ତ୍ରିରଙ୍ଗା ବୋଲି ମତବ୍ୟକ୍ତ କରିଥିଲେ। ଜିଲ୍ଲାପାଳ ମଧୁସୁଦନ ଦାସ, ଜିଲ୍ଲା ଅତିରିକ୍ତ ଜିଲ୍ଲାପାଳ ସୁବାଷ ଚନ୍ଦ୍ର ରାଇତା, ଜିଲ୍ଲା ମୁଖ୍ୟ ନିର୍ବାହୀ ଅଧିକାରୀ ଲମ୍ବୋଦର ଧରୁଆ, ଗ୍ରାମ୍ୟ ଉନ୍ନୟନ ବିଭାଗ ବିଦେଶ ଘୋଷ, ଜିଲ୍ଲା କ୍ରୀଡା ଅଧିକାରୀ ଅଜୟ କୁମାର ପଟ୍ଟନାୟକ, ଜିଲ୍ଲା ସୂଚନା ଓ ଲୋକ ସମ୍ପର୍କ ଅଧିକାରୀ ବିଦ୍ୟାପତି ପଣ୍ଡା ପ୍ରମୁଖ ସାମିଲ ହୋଇଥିଲେ। ଜିଲ୍ଲା ଜାତୀୟ ସ୍ବାଧିନତା ଦିବସ ରେ ସାମିଲ ହେଉଥିବା ପ୍ୟାରେଡ ଦଳ ମଧ୍ୟ ସାମିଲ ହୋଇଥିଲେ।

ନୂଆପଡା ରୁ ସୁଜିତ କୁମାର ପ୍ରଧାନ ଙ୍କ ରିପୋର୍ଟ

Related posts

Rotary District 3261open Team Ojasvi

Sunil Chandra Nayak

ଜିଲ୍ଲାପରିଷଦ ଅଧ୍ୟକ୍ଷାଙ୍କ ବନ୍ଧୁଗାଁ ପଞ୍ଚାୟତ ୪ ଟି ଗାଁ କୁ ଗସ୍ତ, ଲୋକଙ୍କ ଠାରୁ ଶୁଣିଲେ ଓ ନିଜେ ଅନୁଭବ କଲେ ଗାଁ ର ପ୍ରକୃତ ସମସ୍ୟା, ସରକାରୀ ବାବୁଙ୍କୁ ଫୋନ ମାଧ୍ୟମରେ ଅତିଶିଗ୍ର ସମାଧାନ ପାଇଁ ଦେଇଛନ୍ତି ନିର୍ଦ୍ଦେଶ

Sunil Chandra Nayak

ଚିକିତ୍ସାଧୀନ ଅବସ୍ଥାରେ ମହିଳା ମୃତ

Sunil Chandra Nayak

Leave a Comment

error: Content is protected !!