ପ୍ରଗତିଶୀଳ ମସିହା, ନିର୍ଭୀକ I ନିର୍ଭୟ I ନିରପେକ୍ଷ
ଆଞ୍ଚଳିକ

ରେଳ ଦୁର୍ଘଟଣାରେ ଯୁବକଙ୍କ ମୃତ୍ୟୁ

ରେଳ ଦୁର୍ଘଟଣାରେ ଯୁବକଙ୍କ ମୃତ୍ୟୁ

ଜୁନାଗଡ଼,୧୪/୮(ନି.ପ୍ର)କଳାହାଣ୍ଡି ଜିଲ୍ଲା ଜୁନାଗଡ଼ ଥାନା ଅନ୍ତର୍ଗତ ଡୁମେରବାହାଲ ନିକଟରେ ରେଳ ଦୁର୍ଘଟଣାରେ ଯୁବକଙ୍କ ମୃତ୍ୟୁ ହୋଇଥିବା ଜଣା ପଡ଼ିଛି । ଯୁବକଙ୍କ ନାମ ସୁବାଷ ମାଝୀ ଓ ତାଙ୍କ ଘର ଡୁମେର ବାହାଲ ବୋଲି ଜଣାପଡିଛି । ରାତି ୨ ଟା ରେ ରାୟପୁରକୁ ଯାଉଥିବା ରେଳରେ ଦୁର୍ଘଟଣା ହୋଇଥିବା ଅନୁମାନ କରାଯାଉଛି । ଘଟଣା ସ୍ଥଳକୁ ଟିଟିଲାଗଡ଼ ଜି ଆର ପି ପୋଲିସ ଆସି ଶବ ଜବତ କରି ଏକ ମାମଲା ରୁଜ୍ଜୁ କରିଥିବା ବେଳେ ଶବ ବ୍ୟବଚ୍ଛେଦ କରି ପରିବାର ଲୋକଙ୍କୁ ହସ୍ତାନ୍ତର କରିଛି।ଅନ୍ୟପକ୍ଷରେ ଦୁର୍ଘଟଣାର କାରଣ ଏ ପର୍ଯନ୍ତ ସ୍ପଷ୍ଟ ହୋଇ ନ ପୋଲିସ ପ୍ରକାଶ କରିଛି।

ଜୁନାଗଡ଼ ରୁ ନରେନ୍ଦ୍ର କ୍ଷିତି ଙ୍କ ରିପୋର୍ଟ୍ 

Related posts

ରାଜ୍ୟସ୍ତରୀୟ ପ୍ରତିଭା ଅନ୍ୱେଷଣ ତଥା ସମ୍ବର୍ଦ୍ଧନା ମହୋତ୍ସବ ୨୦୨୩ ଅନୁଷ୍ଠିତ

Sunil Chandra Nayak

ଦୀର୍ଘସ୍ଥାୟୀ ଭିତ୍ତିଭୂମି ସହିତ ଗ୍ରାମୀଣ ସମୁଦାୟ କୁ ସଶକ୍ତ କରିବା ଉପରେ ତାଲିମ 

Sunil Chandra Nayak

ବିଷାକ୍ତ ସାପ କାମୁଡାରେ ଯୁବକ ମୃତ 

masiha

Leave a Comment

error: Content is protected !!