ପ୍ରଗତିଶୀଳ ମସିହା, ନିର୍ଭୀକ I ନିର୍ଭୟ I ନିରପେକ୍ଷ
ଆଞ୍ଚଳିକ

ଝାରକଟା ବିଦ୍ୟାଳୟର ପ୍ରଧାନ ଶିକ୍ଷକଙ୍କ ପିତୃ ବିୟୋଗ 

ଝାରକଟା ବିଦ୍ୟାଳୟର ପ୍ରଧାନ ଶିକ୍ଷକଙ୍କ ପିତୃ ବିୟୋଗ 

  କଟକ : ୪୨ ମୌଜା ଅବସ୍ଥିତ ଝାରକଟା ଉପ୍ରା ବିଦ୍ୟାଳୟର ପ୍ରଧାନ ଶିକ୍ଷକଙ୍କ ପିତା ସମାଜସେବୀ ତଥା ଧର୍ମ ପରାୟଣ ବ୍ୟକ୍ତି ଯୁଗଳ କିଶୋର ଦାଶ(୮୨)ଙ୍କର ଗୋପାଳପୁର ସ୍ଥିତ ନିଜ ବାସ ଭବନରେ ପରଲୋକ ହୋଇ ଯାଇଛି। ସେ ଜଣେ ମିଷ୍ଟଭାଷୀ, ମେଳାପୀ ତଥା ପରୋପକାରୀ ବ୍ୟକ୍ତି ଥିଲେ। ପୁରୀ ସ୍ୱର୍ଗଦ୍ୱାରରେ ତାଙ୍କର ଅନ୍ତିମ ସତ୍କାର କରା ଯାଇଛି । ଜ୍ୟେଷ୍ଠ ପୁତ୍ର ଜିତେନ କୁମାର ଦାଶ ମୁଖାଗ୍ନି ଦେଇଥିଲେ। ତାଙ୍କର ତିନି ପୁତ୍ରଙ୍କ ମଧ୍ୟ୍ୟରୁ ବଡ଼ ପୁଅ ଜିତେନ କୁମାର ଦାଶ ସ୍ଥାନୀୟ ଝାରକଟା ଉପ୍ରା ବିଦ୍ୟାଳୟରେ ପ୍ରଧାନ ଶିକ୍ଷକ ଭାବେ କାର୍ଯ୍ୟରତ, ମଧ୍ୟମ ପୁତ୍ର ମନୋରଞ୍ଜନ ଶିକ୍ଷକ ଓ ସାନ ପୁଅ ଦୀପକ କୁମାର ଦାଶ ଖ୍ରୀଷ୍ଟମହାବିଦ୍ୟାଳୟରେ ରାଜନୀତି ବିଜ୍ଞାନ ବିଭାଗର ବରିଷ୍ଠ ଅଧ୍ୟାପକ ଭାବେ କାର୍ଯ୍ୟରତ। ତାଙ୍କ ବିୟୋଗରେ ସ୍ଥାନୀୟ ଅଞ୍ଚଳରେ ଶୋକର ଛାୟା ଖେଳି ଯାଇଛି।

ଶ୍ରୀକାନ୍ତ ବେଉରା ଙ୍କ ରିପୋର୍ଟ୍ 

Related posts

ଗୋପାଳ ଙ୍କୁ ଆଣ୍ଠେଇବା ଘଟଣା :ବିଜେଡି ପ୍ରତିନିଧି ଦଳଙ୍କ ପୀଡିତଙ୍କ ଗାଁ ଓ ଚନ୍ଦାହାଣ୍ଡି ଥାନା ଗସ୍ତ 

ମାନସିକ ଅନଗ୍ରସର ମହିଳାଙ୍କୁ ଉଦ୍ଧାର ଓ ଥଇଥାନ

Sunil Chandra Nayak

ଇଣ୍ଡିଆ ଵୁକ୍ ଅଫ ରେକର୍ଡ୍ସରେ କୁନି ଝିଅ ସୁରଭି

Leave a Comment

error: Content is protected !!