ପ୍ରଗତିଶୀଳ ମସିହା, ନିର୍ଭୀକ I ନିର୍ଭୟ I ନିରପେକ୍ଷ
ଆଞ୍ଚଳିକ

ଭବାନୀପାଟଣା ପୌରପରିଷଦ

ଭବାନୀପାଟଣା ପୌରପରିଷଦ

ନିଖିଳ ଭାରତ ସ୍ବାୟତ୍ତ ଶାସନ ଦିବସ, ୨୦୨୪ ଉପଲକ୍ଷେ ସମସ୍ତଙ୍କୁ ହାର୍ଦ୍ଧିକ ଅଭିନନ୍ଦନ ଜଣାଇବା ସଙ୍ଗେ ସଙ୍ଗେ ଭବାନୀପାଟଣା ପୌରପାଳିକାର ସର୍ବାଙ୍ଗୀନ ଉନ୍ନତି ନିମନ୍ତେ ସହରବାସୀଙ୍କ ସହଯୋଗ କାମନା କରୁଛି। ଆସନ୍ତୁ ଏହି ଶୁଭ ଅବସରରେ ଆମେ ସମସ୍ତେ ମିଶି ଭବାନୀପାଟଣାକୁ ଏକ ସବୁଜ, ସୁନ୍ଦର, ସ୍ବଚ୍ଛ, ଆବର୍ଜନା ମୁକ୍ତ ଓ ପଲିଥିନ ମୁକ୍ତ ସହରରୂପେ ପରିଣତ କରିବା ପାଇଁ ସଙ୍କଳ୍ପ ନେବା ଏବଂ ନାରୀ ସଶକ୍ତିକରଣ ନିମନ୍ତେ ଅଗ୍ରସର ହେବା। 
 ଶ୍ରୀଯୁକ୍ତ ବିଷ୍ଣୁ ପ୍ରଧାନ     ଡ଼ା ସତ୍ଯସଂପର୍ଣ୍ଣା ରାଉତ
  ଉପ – ନଗରପାଳ                 ନିର୍ବାହୀ ଅଧିକାରୀ
                          ତଥା
                 ସମସ୍ତ ପାରିଷଦ ବୃନ୍ଦ,
            ଭବାନୀପାଟଣା ପୌରପରିଷଦ

Related posts

ବଙ୍ଗୀୟ ଦମ୍ପତ୍ତିଙ୍କ ଦ୍ଵାରା ପୋଷ୍ୟ ସନ୍ତାନ ଗ୍ରହଣ 

masiha

ପଦ୍ମପୁର ବ୍ଲକରେ ଯୁଗ୍ମ ଅଭିଯୋଗ ଶୁଣାଣୀ ଶିବିର ଅନୁଷ୍ଠିତ 

Sunil Chandra Nayak

ଆଦି କର୍ମଯୋଗୀ ଅଭିଯାନ ସଂପର୍କୀତ ଜିଲ୍ଲାସ୍ତରୀୟ ତାଲିମ ଶିବିର ଉଦଘାଟିତ

Sunil Chandra Nayak

Leave a Comment

error: Content is protected !!