ପ୍ରଗତିଶୀଳ ମସିହା, ନିର୍ଭୀକ I ନିର୍ଭୟ I ନିରପେକ୍ଷ
ଆଞ୍ଚଳିକ

ଅବସର କାଳୀନ ସମ୍ବର୍ଦ୍ଧନା କାର୍ଯ୍ୟକ୍ରମ 

ଅବସର କାଳୀନ ସମ୍ବର୍ଦ୍ଧନା କାର୍ଯ୍ୟକ୍ରମ 

ଡାବୁଗାଁ, ୧/୮ (ମ.ନି.ସ.)- ନବରଙ୍ଗପୁର ଜିଲା ଡାବୁଗାଁ ବନାଞ୍ଚଳ କାର୍ଯ୍ୟ|ଳୟରେ ଅବସର କାଳୀନ ସମ୍ବର୍ଦ୍ଧନା କାର୍ଯ୍ୟକ୍ରମ ରବିବାର ଅନୁଷ୍ଠିତ ହୋଇଯାଇଛି | ଡାବୁଗାଁ ବନାଞ୍ଚଳ ଅଧିକାରୀ ତଡିତ କୁମାର ସ୍ଵାଇଁ ଅଗଷ୍ଟ ୩୧ ତାରିଖ ଦିନ ନିଜ ଚାକିରି ଜୀବନରୁ ଅବସର ଗ୍ରହଣ କରିଥିଲେ | ଏହି ଅବସରରେ ତାଙ୍କୁ ବନ କର୍ମଚାରୀ ମାନେ ଉପଢୌକନ, ପୁଷ୍ପଗୁଛ ଓ ଉପହାର ଦେଇ ବିଦାୟ ସମ୍ବର୍ଦ୍ଧନା ଦେଇଥିଲେ | ଆଜିଠାରୁ ଡାବୁଗାଁ ବନପାଳ ଉମାକାନ୍ତ ପଟ୍ଟନାୟକ ଭାରପ୍ରାପ୍ତ ବନାଞ୍ଚଳ ଅଧିକାରୀ ଭାବେ ଦାୟିତ୍ଵ ଗ୍ରହଣ କରିଛନ୍ତି | ଏହି ସଭାରେ ମଇଦଲପୁର ସେକସନ ବନପାଳ ମଧୁସୂଦନ ପାତ୍ର, ବନରକ୍ଷୀ ଉମାଶଙ୍କର ମିଶ୍ର, କାର୍ତ୍ତିକ ମାଝି, ମନୋରଞ୍ଜନ ନାୟକ, ତାପସ ପଟ୍ଟନାୟକ, ଅନିତା ହିଆଲ, ସଦା ସାନ୍ତା, ସସ୍ମିତା ଭତ୍ରା, ମଧୁସ୍ମିତା ତ୍ରିପାଠୀ, ସରସ୍ଵତୀ ମେହେର, ବସନ୍ତ ନାୟକ, ପରେଶ ବିଶୋୟୀ, ଆମ ଜଙ୍ଗଲ ଯୋଜନା କର୍ମଚାରୀ ହରିହର ନାୟକ ଓ କୃପାଦାସ ମହୁରିଆ, ପାରା ଷ୍ଟାଫ ଓ କର୍ମଚାରୀ ପ୍ରମୁଖ ଉପସ୍ଥିତ ଥିଲେ |

ଡାବୁଗାଁରୁ ପ୍ରଜ୍ଞାରଞ୍ଜନ ପରିଡାଙ୍କ ରିପୋର୍ଟ

Related posts

ସବୁଜ ଭାରତ ଗଠନ ପାଇଁ ଦେଶ ସେବା ଫାଉଣ୍ଡେସନ ପରିବାର କରିଲେ ଚାରା ବୃକ୍ଷ ବଣ୍ଟନ 

masiha

ଜହ୍ନ ରାଇଜରେ ପହଁଚିଲା ଭାରତ  ଏବେ ବି ମୟୁରଭଞ୍ଜ ର ଦୁର୍ଗମ ଅଂଚଳରେ ମୋବାଇଲ ନେଟୱର୍କ ଅପହଞ୍ଚ ନେଇ ଅଂଚଳ ବାସୀଙ୍କ ଅସନ୍ତୋଷ ;ଜନପ୍ରତିନିଧି କୁନି ସର୍ଦାର ଙ୍କ ଷଷ୍ଠ ଥର ପାଇଁ ଜିଲ୍ଲାପାଳଙ୍କ ଦ୍ଵାରସ୍ଥ

masiha

ଘରେ ନିଆଁ ଲାଗି ଅଳ୍ପେକ ବର୍ତିଲେ ବିଧବା ମହିଳା

masiha

Leave a Comment

error: Content is protected !!