ପ୍ରଗତିଶୀଳ ମସିହା, ନିର୍ଭୀକ I ନିର୍ଭୟ I ନିରପେକ୍ଷ
ଆଞ୍ଚଳିକ

ଜାମଦାରେ ଏକ ଦିବସୀୟ ୱାର୍ଡ ସଭ୍ୟ ଓ ସଭ୍ୟାଙ୍କୁ ପୁନରାବୃତ୍ତି ପ୍ରଶିକ୍ଷଣ କାର୍ଯ୍ୟକ୍ରମ

ଜାମଦାରେ ଏକ ଦିବସୀୟ ୱାର୍ଡ ସଭ୍ୟ ଓ ସଭ୍ୟାଙ୍କୁ ପୁନରାବୃତ୍ତି ପ୍ରଶିକ୍ଷଣ କାର୍ଯ୍ୟକ୍ରମ

 ରାଇରଙ୍ଗପୁର -ତା/୦୩/୦୯ // ମୟୂରଭଞ୍ଜ ଜିଲ୍ଲା ଜାମଦା ବ୍ଲକଠାରେ ଏକ ଦିବସୀୟ ୱାର୍ଡ ସଭ୍ୟ ଓ ସଭ୍ୟାଙ୍କୁ ନେଇ ପୁନରାବୃତ୍ତି ପ୍ରଶିକ୍ଷଣ କାର୍ଯ୍ୟକ୍ରମ ଗୋଷ୍ଠି ଉନ୍ନୟନ ଅଧିକାରୀ ଦେବାଶିଷ୍ ପଣ୍ଡା ଉଦ୍ଘାଟନ କରି ୱାର୍ଡ ସଭ୍ୟ ଓ ସଭ୍ୟାା ମାନଙ୍କର କେଉଁପରି କାର୍ଯ୍ୟଧାରା ରହିବ ସେ ବିଷୟରେ ପ୍ରାଞ୍ଜଳ ଭାବରେ ଅବଗତ କରାଇଥିଲେ |ଜିପିଡ଼ିଓ ଶେଖର ସ୍ବାଇଁ ସଭା ପରିଚାଳନା କରିବା ସହ ଅତିଥି ପରିଚୟ ଦେଇଥିଲେ |ଏହି କାର୍ଯ୍ୟକ୍ରମରେ ମୟୂରଭଞ୍ଜ ଜିଲ୍ଲା ସଂଯୋଜକ ଉପସ୍ଥିତ ଥାଇ ପୁନରାବୃତ୍ତି ପ୍ରଶିକ୍ଷଣ ବିଷୟରେ କହିଥିଲେ |ପେସା ସଂଯୋଜକ ଦୀପିକାରାଣୀ ପ୍ରଧାନ ଶେଷରେ ସମସ୍ତଙ୍କୁ ସାଧୁବାଦ ଅର୍ପଣ କରିଥିଲେ |

ରାଇରଙ୍ଗପୁର ରୁ ଅକ୍ଷୟ ବିଶ୍ବାଳ ଙ୍କ ରିପୋର୍ଟ୍ 

Related posts

ସଂଗୀତ ତରଙ୍ଗ ର ସଂଗୀତ ସନ୍ଧ୍ୟା

masiha

ରାଇରଙ୍ଗପୁରରେ ଭିନ୍ନକ୍ଷମ ସାମର୍ଥ୍ୟ ଶିବିର: ୪୪୧ ଜଣ ଆଶାୟୀ

masiha

କଳାହାଣ୍ଡି ଜିଲ୍ଲାରୁ ଭୁବନେଶ୍ୱର ଉଡ଼ିବ ବିମାନ, ଉତ୍କେଲା ବିମାନବନ୍ଦରକୁ ଲାଇସେନ୍ସ ଦେଲା ଡିଜିସିଏ

Sunil Chandra Nayak

Leave a Comment

error: Content is protected !!