ପ୍ରଗତିଶୀଳ ମସିହା, ନିର୍ଭୀକ I ନିର୍ଭୟ I ନିରପେକ୍ଷ
ଅପରାଧ

୮ ଟି ଚୋରୀ ବାଇକ ଜବତ: ଜଣେ ନାବାଳକ ଗିରଫ 

୮ ଟି ଚୋରୀ ବାଇକ ଜବତ: ଜଣେ ନାବାଳକ ଗିରଫ 

କନ୍ଧମାଳ,୦୫/୦୯: (ମନିସ): କନ୍ଧମାଳ ଜିଲ୍ଲା ବାଲିଗୁଡା ପୁଲିସକୁ ମିଳିଛି ଏକ ବଡ ସଫଳତା l ୮ ଟି ଚୋରା ବାଇକ ଜବତ କରିବା ସହ ଜଣେ ନାବାଳକ କୁ ଗିରଫ କରିଛି ପୋଲିସ l ଜବତ ହୋଇଥିବା କେତେକ ବାଇକ ଗୁଡିକ ବାଲିଗୁଡା, ସାରଙ୍ଗଡ଼, ବଲାଙ୍ଗୀର ଅଞ୍ଚଳ ହୋଇଥିବା ବେଳେ ଆଉ କେତେକ କେଉଁ ସ୍ଥାନର ଜଣାପଡି ନାହିଁ, ଏହି ବାଇକ ଚୋରି ରାକେଟରେ ସାଧାରତଃ ନାବାଳକ ମାନେ ଥିବା ପୋଲିସ ପ୍ରାଥମିକ ତଦନ୍ତରୁ ଜାଣିପାରିଛି l ସେ ନେଇ ଏଭଳି ଅପରାଧ ଠାରୁ ଦୁରେଇ ରହି ମୁଖ୍ୟସ୍ରୋତ ରେ ସାମିଲ ହେବାକୁ ବାଲିଗୁଡା ଏସଡିପିଓ ରାହୁଲ ଗୋୟଲ ନିବେଦନ କରିଛନ୍ତି l ଏଥିସହ ଏହି ଚୋରା ବାଇକ ରାକେଟ ରେ ଆଉ କେଉଁ କେଉଁ ବ୍ୟକ୍ତି ସମ୍ପୃକ୍ତ ଅଛନ୍ତି, ସେ ନେଇ ଅଧିକ ତଦନ୍ତ ଆରମ୍ଭ ହୋଇଛି ବୋଲି ଏସଡିପିଓ ପ୍ରକାଶ କରିଛନ୍ତି l

କନ୍ଧମାଳ ଜିଲ୍ଲାରୁ ସଞ୍ଜୟ କୁମାର ପାଣିଗ୍ରାହୀଙ୍କ ରିପୋର୍ଟ

Related posts

ବିଶୋଇ ଥାନା! ଡାହାଣୀ ସନ୍ଦେହରେ ବଡମାଆକୁ ହତ୍ୟା କଲା ସମ୍ପର୍କୀୟ ପୁତୁରା

masiha

ଚୋରୀ କରିବା ଅଭିଯୋଗରେ ୩ ଯୁବକ ଗିରଫ 

masiha

ଥୁଆମୁଳ ରାମପୁର ସ୍ଥିତ ଓଡିଶା ଆଦର୍ଶ ବିଦ୍ୟାଳୟର ଭାରପ୍ରାପ୍ତ ପ୍ରିନ୍ସିପାଲ ୧୦ ହଜାର ଟଙ୍କା ଲାଞ୍ଚ ନେବା ବେଳେ ଭିଜିଲାନ୍ସ ଜାଲରେ ଛନ୍ଦି ହେଲେ

Sunil Chandra Nayak

Leave a Comment

error: Content is protected !!