ପ୍ରଗତିଶୀଳ ମସିହା, ନିର୍ଭୀକ I ନିର୍ଭୟ I ନିରପେକ୍ଷ
ଆଞ୍ଚଳିକ

ଡାବୁଗାଁ ବ୍ଲକ ରୁ ୧୦ ଜଣ ସୁଭଦ୍ରା ହିତାଧିକାରୀ ଭୁବନେଶ୍ଵର ଗଲେ 

ଡାବୁଗାଁ ବ୍ଲକ ରୁ ୧୦ ଜଣ ସୁଭଦ୍ରା ହିତାଧିକାରୀ ଭୁବନେଶ୍ଵର ଗଲେ 

ଡାବୁଗାଁ, ୧୬/୯ (ମ.ନି.ସ.)- ନବରଙ୍ଗପୁର ଜିଲା ଡାବୁଗାଁ ବ୍ଲକ ରୁ ୧୦ ଜଣ ସୁଭଦ୍ରା ହିତାଧିକାରୀ ମାନେ ସୋମବାର ଭୁବନେଶ୍ଵର ଗସ୍ତ କରିଛନ୍ତି | ମଙ୍ଗଳବାର ଭୁବନେଶ୍ଵର ସ୍ଥିତ ଜନତା ମଇଦାନ ଠାରେ ଭାରତର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ଦାମୋଦର ଦାସ ମୋଦୀ ସୁଭଦ୍ରା ଯୋଜନାର ଉଦଘାଟନ କରିବେ | ଉକ୍ତ ଉଦଘାଟନୀ କାର୍ଯ୍ୟକ୍ରମରେ ଡାବୁଗାଁ ବ୍ଲକ ରୁ ୧୦ ଜଣ ସୁଭଦ୍ରା ହିତାଧିକାରୀ ଯୋଗ ଦେବେ | ପ୍ରଶାସନ ପକ୍ଷରୁ ସେମାନଙ୍କୁ ଏକ ସ୍ଵତନ୍ତ୍ର ବସ ଯୋଗେ ଭୁବନେଶ୍ଵର ଗସ୍ତ କରିଛନ୍ତି | ଏହି ସମୟରେ ଡାବୁଗାଁ ବ୍ଲକ ବିଡିଓ ଶରତ ମାଝି, ଗ୍ରାମ ପଞ୍ଚାୟତ ଉନ୍ନୟନ ଅଧିକାରୀ ପଦ୍ମନାଭ ଭାଲ୍ଲା, ସହକାରୀ ନିର୍ବାହୀ ଯନ୍ତ୍ରୀ ମାନସ କୁମାର ନେଟୀ, ଆକାଂକ୍ଷା ବ୍ଲକ ସହଭାଗୀ ମୋନାଲ ପରିଡା ଓ ସୁଭଦ୍ରା ହିତାଧିକାରୀ ମାନେ ଉପସ୍ଥିତ ଥିଲେ |

ଡାବୁଗାଁରୁ ପ୍ରଜ୍ଞାରଞ୍ଜନ ପରିଡାଙ୍କ ରିପୋର୍ଟ

Related posts

ଧର୍ମଗଡ ରେ ପ୍ରବଳ ବର୍ଷା…. ଏସ ଟି ସ୍କୁଲ ଛକ ର ହାଲ ବେହାଲ ଅବ୍ୟବସ୍ଥିତ ଡ୍ରେନେଜ୍ ବ୍ୟବସ୍ଥାକୁ ନେଇ ଜନ ଅସନ୍ତୋଷ

masiha

୧– ନାରାୟଣ ପାଟଣା ଗସ୍ତରେ କୋରାପୁଟ ଜିଲ୍ଲାପାଳ ,୨– ଓଲଟିଲା ବକ୍ସାଇଟ ବୋଝେଇ ଟ୍ରକ ଚାଳକ ଗୁରୁତର 

Sunil Chandra Nayak

ଧର୍ମ ପରାୟଣ ପାର୍ଥ ସାରଥି କବିଙ୍କ ଦେହାନ୍ତରେ ଵାମନଘାଟୀ ବ୍ରାହ୍ମଣ ମହାସଭାର ତରଫରୁ ଶୋକସଭା

masiha

Leave a Comment

error: Content is protected !!