ପ୍ରଗତିଶୀଳ ମସିହା, ନିର୍ଭୀକ I ନିର୍ଭୟ I ନିରପେକ୍ଷ
ଆଞ୍ଚଳିକ

କୋମନା ଠାରେ ଜିଲ୍ଲାପାଳଙ୍କ ଅଭିଯୋଗ ଶୁଣାଣୀ ଶିବିର ଅନୁଷ୍ଠିତ 

କୋମନା ଠାରେ ଜିଲ୍ଲାପାଳଙ୍କ ଅଭିଯୋଗ ଶୁଣାଣୀ ଶିବିର ଅନୁଷ୍ଠିତ 

ନୂଆପଡା,ନୂଆପଡ଼ା ଜିଲ୍ଲା କୋମନା ଠାରେ ଜିଲ୍ଲାପାଳ ମଧୁସୂଦନ ଦାସଙ୍କ ଦ୍ଵାରା ବୁଧୁବାର ଅଭିଯୋଗ ଶୁଣାଣୀ ଶିବିର ଅନୁଷ୍ଠିତ ହୋଇଯାଇଅଛି। ଏହି ଶିବିର ରେ ୧୧୧ ଗୋଟି ମାମଲା ଶୁଣାଣୀ କରି ଆବଶ୍ୟକ ପଦକ୍ଷେପ ପାଇଁ ବିଭାଗୀୟ ଅଧିକାରୀଙ୍କୁ ନିର୍ଦ୍ଧେଶ ଦେଇଛନ୍ତି। ଏହି ଶିବିର ରେ ଖଡିଆଳ ବନଖଣ୍ଡ ଅଧିକାରୀ ଅଜିଜ ଖାନ, ଜିଲ୍ଲା ମୁଖ୍ୟ ଉନ୍ନୟନ ଅଧିକାରୀ ଲମ୍ବୋଧର ଧରୁଆ, ଜିଲ୍ଲା ମୁଖ୍ୟ ଚିକିତ୍ସା ଅଧିକାରୀ ଧରଣୀଧର ନାଏକ ଉପ-ଜିଲ୍ଲାପାଳ ଯୋଗେନ୍ଦ୍ର ମାଝୀ, କୋମନା ବ୍ଲକ ଅଧ୍ୟକ୍ଷା ଅନୂଷୟା କୁମ୍ଭାର, ଉପାଧ୍ୟକ୍ଷ ସମେତ ଜିଲ୍ଲାର ସମସ୍ତ ଅଧିକାରୀ ଯୋଗ ଦେଇଥିଲେ। ସମସ୍ତ ସମସ୍ୟା କୁ ସମାଧାନ କରିବା ସହ ଜିଲ୍ଲାପାଳ ଭାବରେ ଦାୟିତ୍ବ ଥିବା ପର୍ଯ୍ୟନ୍ତ ଲୋକଙ୍କ ପାଇଁ କାର୍ଯ୍ୟ କରିବି ବୋଲି ମତବ୍ୟକ୍ତ କରିଛନ୍ତି।

ନୂଆପଡା ରୁ ସୁଜିତ କୁମାର ପ୍ରଧାନ ଙ୍କ ରିପୋର୍ଟ

Related posts

ମ.ରାମପୁର ଡ୍ରାଇଭର ସଂଘର ଆନ୍ଦୋଳନ ଦ୍ଵିତୀୟ ଦିନରେ : ସରକାର କର୍ଣ୍ଣପାତ କରୁନଥିବାରୁ ସଂଘର ଅସନ୍ତୋଷ

Sunil Chandra Nayak

ଧର୍ମଗଡ ବ୍ଲକ ବେହେରା ଠାରେ ମେଧାବୀ ବିଦ୍ୟାର୍ଥୀ ସମ୍ବର୍ଦ୍ଧନା ସମାରୋହ ଅନୁଷ୍ଠିତ

ଝରିଆଗୁଡା ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ କ୍ରୀଡା ଉତ୍ସଵ ଅନୁଷ୍ଠିତ

Sunil Chandra Nayak

Leave a Comment

error: Content is protected !!