ପ୍ରଗତିଶୀଳ ମସିହା, ନିର୍ଭୀକ I ନିର୍ଭୟ I ନିରପେକ୍ଷ
ଆଞ୍ଚଳିକ

ଦୟାନିଧି ପ୍ରତିଭା ବିକାଶ ପ୍ରତିଷ୍ଠାନ ପକ୍ଷରୁ ସଂଗ୍ରାମୀ ସାରଙ୍ଗଧର ଦାସଙ୍କୁ ଶ୍ରଦ୍ଧାଂଜଳି ଅର୍ପଣ 

ଦୟାନିଧି ପ୍ରତିଭା ବିକାଶ ପ୍ରତିଷ୍ଠାନ ପକ୍ଷରୁ ସଂଗ୍ରାମୀ ସାରଙ୍ଗଧର ଦାସଙ୍କୁ ଶ୍ରଦ୍ଧାଂଜଳି ଅର୍ପଣ 

କଟକ : ଢେଙ୍କାନାଳ ଜିଲ୍ଲାର ହରେକୃଷ୍ଣପୁର ଗ୍ରାମର ଗର୍ବ ଓ ଗୌରବ ସ୍ଵାଧୀନତା ସଂଗ୍ରାମର ବୀର ପୁରୁଷ ସଂଗ୍ରାମୀ ସାରଙ୍ଗଧର ଦାସଙ୍କ ପୁଣ୍ୟତିଥିରେ ପୂଜ୍ୟପୂଜା ଭବନରେ ବ୍ରାହ୍ମ ମୁହୂର୍ତ୍ତରେ କଟକ ସଦର ୪୨ ମୌଜା ପଟଣା ଗ୍ରାମର ସର୍ବ ପୁରାତନ ଅଗ୍ରଣୀ ସାମାଜିକ ପ୍ରତିଷ୍ଠାନ ଦୟାନିଧି ପ୍ରତିଭା ବିକାଶ ପ୍ରତିଷ୍ଠାନର ସଭାପତି କବୀ ସରୋଜ ନଳିନୀ ପରିଜା,କାର୍ଯ୍ୟକାରୀ ସଭାପତି ଅଭୟ କୁମାର ଦାସ, ମହାସଚିବ ରୁଦ୍ର ନାରାୟଣ ଦାସ,ଶ୍ରାବନ୍ତିକା ମହାନ୍ତି,ସମ୍ପାଦକ ସଂଗ୍ରାହକ ନାରାୟଣ ଚନ୍ଦ୍ର ମହାନ୍ତି ପ୍ରମୁଖ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଥିଲେ ।

ଶ୍ରୀକାନ୍ତ ବେଉରା ଙ୍କ ରିପୋର୍ଟ୍ 

Related posts

ଭବାନୀପାଟଣା ଠାରେ ଜାତୀୟ ତମାଖୁ ନିୟନ୍ତ୍ରଣ କାର୍ଯ୍ୟକ୍ରମ ସମ୍ଭନ୍ଧୀୟ ଜିଲ୍ଲା ସମନ୍ୟୟ କମିଟି ବୈଠକ 

Sunil Chandra Nayak

ବିଭିନ୍ନ ସ୍ଥାନରେ ୭୪ତମ ସାଧାରଣତନ୍ତ୍ର ଦିବସ ପାଳିତ

Sunil Chandra Nayak

ନବରଙ୍ଗପୁର ସାଂସଦ ଙ୍କ ସମୀକ୍ଷା ବୈଠକ 

masiha

Leave a Comment

error: Content is protected !!