ପ୍ରଗତିଶୀଳ ମସିହା, ନିର୍ଭୀକ I ନିର୍ଭୟ I ନିରପେକ୍ଷ
ଆଞ୍ଚଳିକ

ଗାନ୍ଧୀ ଜୟନ୍ତୀ ଉପଲକ୍ଷେ ସଫେଇ କାର୍ଯକ୍ରମ

ଗାନ୍ଧୀ ଜୟନ୍ତୀ ଉପଲକ୍ଷେ ସଫେଇ କାର୍ଯକ୍ରମ 

ଡାବୁଗାଁ, ୨/୧୦ (ମ.ନି.ସ.)- ନବରଙ୍ଗପୁର ଜିଲା ଡାବୁଗାଁ ବ୍ଳକ ସଦରମହକୁମଠାରେ ବ୍ଲକ ପ୍ରଶାସନ ପକ୍ଷରୁ ଗାନ୍ଧୀ ଜୟନ୍ତୀ ଉପଲକ୍ଷେ ସଫେଇ କାର୍ଯ୍ୟକ୍ରମ ବୁଧବାର ଅନୁଷ୍ଠିତ ହୋଇଯାଇଛି | ଏଥିରେ ବ୍ଲକ ପରିସର ଓ ଗାନ୍ଧୀ ପାର୍କ କୁ ସଫେଇ କରାଯାଇଥିଲା । ଏହି ଅବସର ରେ ଡାବୁଗାଁ ବିଡିଓ ଶରତ ମାଝୀ , ତହସିଲଦାର ହରିଓମ୍ ଭୋଇ , ବିଆରସି ରଞ୍ଜନ ମହାଙ୍କୁଡ ଓ ଡାବୁଗାଁ ର ବ୍ଳକ କାର୍ଯ୍ୟାଳୟ ର ସମସ୍ତ କର୍ମଚାରୀ ମାନେ ଉପସ୍ଥିତ ରହି ସଫେଇ କାର୍ଯ୍ୟକ୍ରମ କରିଥିଲେ । ନିଜ ପରିବେଶ କୁ ନିଜେ ସଫା ରଖିବା , ସଫେଇ କଲେ ନିଜ ଦେହ ସୁସ୍ଥ ରହିବା ଶହ ପରିବେଶ ସୁରକ୍ଷା ବାର୍ତ୍ତା ଦେଇଥିଲେ ।

ଡାବୁଗାଁରୁ ପ୍ରଜ୍ଞାରଞ୍ଜନ ପରିଡାଙ୍କ ରିପୋର୍ଟ

Related posts

ପବିତ୍ର ରାମ ନବମୀରେ ମୌଳିକ ସାକ୍ଷରତା ଓ ସଂଖ୍ୟା ଜ୍ଞାନ କାର୍ଯ୍ୟକ୍ରମ ରେ CRCC ବାବୁଲାଲ ହରିଜନ

Sunil Chandra Nayak

ଜୁନାଗଡ଼ ଇଂଲିଶ ସ୍କୁଲ ଠାରେ ନେତାଜୀ ଜୟନ୍ତୀ ପାଳିତ

Sunil Chandra Nayak

ବାସନ୍ତୀ ପାଠାଗାରର ୩୭ତମ ବାର୍ଷିକୋତ୍ସବ ସଂପନ୍ନ

Sunil Chandra Nayak

Leave a Comment

error: Content is protected !!