ପ୍ରଗତିଶୀଳ ମସିହା, ନିର୍ଭୀକ I ନିର୍ଭୟ I ନିରପେକ୍ଷ
ଆଞ୍ଚଳିକ

ପୂର୍ତ୍ତ ବିଭାଗ ପକ୍ଷରୁ ଦୁର୍ନୀତି ନିବାରଣ ଶପଥ ପାଠ 

ପୂର୍ତ୍ତ ବିଭାଗ ପକ୍ଷରୁ ଦୁର୍ନୀତି ନିବାରଣ ଶପଥ ପାଠ 

କାମାକ୍ଷାନଗର (ମନିସ )28/10/24 // କାମାକ୍ଷାନଗର ପୂର୍ତ୍ତ ବିଭାଗ ପକ୍ଷରୁ ଦୁର୍ନୀତି ନିବାରଣ ସପ୍ତାହ ପାଳନ ଅବସରରେ ସପଥପାଠ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି l ଅନୁଷ୍ଠିତ କାର୍ଯ୍ୟକ୍ରମରେ ସହକାରୀ ନିର୍ବାହୀ ଯନ୍ତ୍ରୀ ବିଜୟ କୁମାର ସେଠି ଉପସ୍ଥିତ ସଦସ୍ୟମାନଙ୍କୁ ରାଜ୍ୟ ସରକାରଙ୍କ ନିର୍ଦେଶ କ୍ରମେ ଦୁର୍ନୀତି ନିବାରଣ ସଂକ୍ରାନ୍ତରେ ଏକ ଶପଥ ପାଠ କରାଇଥିଲେ l ଏଥିରେ ସହକାରୀ ଯନ୍ତ୍ରୀ ଅଚ୍ୟୁତାନନ୍ଦ ମଲ୍ଲିକ,ପ୍ରଦୀପ୍ତ କିଶୋର ଦଳେଇ ପ୍ରମୁଖ ଉପସ୍ଥିତ ଥିଲେ  ।

ପ୍ରହ୍ଲାଦ ମୁଦୁଲିଙ୍କ ରିପୋର୍ଟ

Related posts

ପ୍ରତି ବ୍ଲକ ରେ ଏକଲବ୍ୟ ଆଦର୍ଶ ଆବାସିକ ବିଦ୍ୟାଳୟର ସ୍ଥାପନ ଦାବି କଲେ ସାଂସଦ ନିରଞ୍ଜନ ବିଶି.

Sunil Chandra Nayak

ନାରୀ ଶକ୍ତି ଜନକଲ୍ୟାଣ ସେବା ସମିତି ପକ୍ଷରୁ ବାର୍ଷିକ ଉତ୍ସବ ଅନୁଷ୍ଠିତ

Sunil Chandra Nayak

ନିଟ୍ ଦୁର୍ନୀତି ପାଇଁ କେନ୍ଦ୍ର ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଓ ଓଡ଼ିଶାର ତୃଟି ପୂର୍ଣ ପାଠ୍ୟ ପୁସ୍ତକ ପ୍ରକାଶନ ପାଇଁ ନିତ୍ୟାନନ୍ଦ ଗଣ୍ଡ ଇସ୍ତଫା ଦାବୀ-SFI-DYFI

Sunil Chandra Nayak

Leave a Comment

error: Content is protected !!