ପ୍ରଗତିଶୀଳ ମସିହା, ନିର୍ଭୀକ I ନିର୍ଭୟ I ନିରପେକ୍ଷ
ଆଞ୍ଚଳିକ

ବାଲୁକା କଳାରେ ସହିଦ ବିର୍ସା ମୁଣ୍ଡାଙ୍କୁ ଶ୍ରଦ୍ଧାଞ୍ଜଳି

ବାଲୁକା କଳାରେ ସହିଦ ବିର୍ସା ମୁଣ୍ଡାଙ୍କୁ ଶ୍ରଦ୍ଧାଞ୍ଜଳି

କର୍ଲାମୁଣ୍ଡା: ସହିଦ ବିର୍ସା ମୁଣ୍ଡାଙ୍କ ୧୫୦ ତମ ଜୟନ୍ତୀ ଉପଲକ୍ଷେ କଳାହାଣ୍ଡି ଜିଲ୍ଲା କର୍ଲାମୁଣ୍ଡା ବ୍ଲକ ଗଜବାହାଲ ପଂଚାୟତ ଅନ୍ତର୍ଗତ ଡଙ୍ଗରମୁଣ୍ଡା ଗ୍ରାମର ଅନ୍ତର୍ଜାତିକ ବାଲୁକା ଶିଳ୍ପୀ ଓମ୍ ପ୍ରକାଶ ସାହୁ ବାଲୁକାରେ ସହିଦ ବିର୍ସା ମୁଣ୍ଡାଙ୍କ ପ୍ରତିଛବି ନିର୍ମାଣ କରି ଶ୍ରଦ୍ଧାଞ୍ଜଳି ଜଣେଇଛନ୍ତି l ଶ୍ରୀ ସାହୁ ବିଭିନ୍ନ ସମୟରେ ଜାତୀୟ ଅନ୍ତର୍ଜାତୀୟ ସ୍ତରରେ ବାଲୁକା କଳା ପ୍ରଦର୍ଶନ କରି ବେଶ ଖ୍ୟାତି ଲାଭ କରିଛନ୍ତି l

କର୍ଲାମୁଣ୍ଡାରୁ ସୁଶାନ୍ତ ରଣାଙ୍କ ରିପୋର୍ଟ, ମସୀହା

Related posts

ରକ୍ତଦାନ ଶିବିର ଆୟୋଜିତ 

masiha

ଶ୍ରୀ ଜଗନ୍ନାଥ ଚାରିଟେବୁଲ ଟ୍ରଷ୍ଟ ପକ୍ଷରୁ ଜଗନ୍ନାଥ ସେନା ର ଆବାହକଙ୍କୁ ସମ୍ୱର୍ଦ୍ଧନା

masiha

ଘୁମାଳ ଗାଁରେ ଵୀର ଶହୀଦ ଗଙ୍ଗା ନାରାୟଣ ସିଂଙ୍କ ୨୨୩ ତମ ଜନ୍ମ ଜୟନ୍ତୀ ସମାରୋହର

Sunil Chandra Nayak

Leave a Comment

error: Content is protected !!