ପ୍ରଗତିଶୀଳ ମସିହା, ନିର୍ଭୀକ I ନିର୍ଭୟ I ନିରପେକ୍ଷ
ଆଞ୍ଚଳିକ

ପବ୍ଲିକ ସ୍କୁଲରେ ଏକ ବର୍ଣ୍ଣାଢ୍ୟ ପରିବେଶରେ ଶିଶୁ ଦିବସ ପାଳିତ 

ପବ୍ଲିକ ସ୍କୁଲରେ ଏକ ବର୍ଣ୍ଣାଢ୍ୟ ପରିବେଶରେ ଶିଶୁ ଦିବସ ପାଳିତ 

ନବରଙ୍ଗପୁର:(ରବି ନାରାୟଣ ମହାନ୍ତି)ଆଜି ନବରଙ୍ଗପୁର ପବ୍ଲିକ ସ୍କୁଲରେ ଏକ ବର୍ଣ୍ଣାଢ୍ୟ ପରିବେଶରେ ମଧ୍ୟରେ ଶିଶୁ ଦିବସ ମହାସମାରୋହରେ ପାଳନ ହୋଇଯାଇଛି l ବିଦ୍ୟାଳୟ ର ବିଭିନ୍ନ ପ୍ରତିଯୋଗିତା ରେ କୃତୀ ଛାତ୍ରଛାତ୍ରୀ ମାନଙ୍କୁ ପୁରସ୍କୃତ କରାଯାଇଥିଲା l ତତ୍ ସଙ୍ଗେ ସଙ୍ଗେ ବିଦ୍ୟାଳୟ ର ଅଧ୍ୟକ୍ଷା, ଶିକ୍ଷକ, ଶିକ୍ଷୟତ୍ରୀ, ଛାତ୍ରଛାତ୍ରୀ ମାନେ ବିଭିନ୍ନ ସୁମଧୁର ସଙ୍ଗୀତ ର ତାଳେ ତାଳେ ନୃତ୍ୟ କରି ଆନନ୍ଦ ଅନୁଭବ କରିଥିଲେ l ଏହି ଅବସରରେ ମୁଖ୍ୟ ଅତିଥି ଭାବେ ନବରଙ୍ଗପୁର ର ମାନ୍ୟବର ବିଧାୟକ ଗୌରିଶଙ୍କର ମାଝୀ, ସମ୍ମାନିତ ଅତିଥି ଭାବେ ବିଶିଷ୍ଟ ସମାଜସେବୀ ଜଗନ୍ନାଥ ମହାପାତ୍ର, ମୁନ୍ନା ତ୍ରିପାଠୀ, କାଦମ୍ବିନୀ ତ୍ରିପାଠୀ, ଆଇନଜୀବୀ ରାମ ପ୍ରସାଦ ପାତ୍ର, କିଶୋରୀ ପଟ୍ଟନାୟକ, ଅନୁଷ୍ଠାନ ର ଅଧ୍ୟକ୍ଷା ସ୍ପର୍ଶ ଲତା ପଟ୍ଟନାୟକ, ନବ କିଶୋର ଖଣ୍ଡପାନ,ଜିଲ୍ଲା ଜରୁରୀ କାଳୀନ ବିଭାଗର ପ୍ରକଳ୍ପ ଅଧିକାରୀ ହିମାଂଶୁ ଶେଖର ପଟ୍ଟନାୟକ , ଓଡିଶା ରାଜସ୍ୱ ଅମଲା ସଂଘର ରାଜ୍ଯ ସଭାପତି ତ୍ରିପତି ବାଲାଜୀ ସାହୁ ପ୍ରମୁଖ ଉପସ୍ଥିତ ଥିଲେ l

( ମ ନି ସ )

Related posts

ବୃକ୍ଷ ହିଁ ସକଳ ଶକ୍ତି ର ଆଧାର , ବୃକ୍ଷ ହିଁ ଜୀବନ

ନିହାର ପାଣିଗ୍ରାହୀ ତେନ୍ତୁଳିଖୁଣ୍ଟି ବ୍ଲକ ଟପ୍ପର ,ବ୍ଳକର 20 ଟି ହାଇସ୍କୁଲ ର 1310 ରୁ 1287 ଛାତ୍ରଛାତ୍ରୀ ଉତ୍ତୀର୍ଣ୍ଣ

masiha

ଆଦିବାସୀ ଯୁବ ବିନିମୟ କାର୍ଯ୍ୟକ୍ରମ ରୁ ଫେରିଥିବା ଯୁବକ ଯୁବତୀ ଙ୍କୁ ଜିଲ୍ଲା ପ୍ରଶାସନ ପକ୍ଷରୁ ସ୍ୱାଗତ ଓ ସମ୍ବର୍ଦ୍ଧନା

Sunil Chandra Nayak

Leave a Comment

error: Content is protected !!