ପ୍ରଗତିଶୀଳ ମସିହା, ନିର୍ଭୀକ I ନିର୍ଭୟ I ନିରପେକ୍ଷ
ଆଞ୍ଚଳିକ

ସାମାଜିକ ସଂଗଠନ ଦୟାନିଧି ପ୍ରତିଭା ବିକାଶ ପ୍ରତିଷ୍ଠାନ ପକ୍ଷରୁ ଶୋକ 

ସାମାଜିକ ସଂଗଠନ ଦୟାନିଧି ପ୍ରତିଭା ବିକାଶ ପ୍ରତିଷ୍ଠାନ ପକ୍ଷରୁ ଶୋକ 

କଟକ : ୪୨ ମୌଜା ବେଣ୍ଟକାର ଉଚ୍ଚ ବିଦ୍ୟାଳୟର ପ୍ରାକ୍ତନ ଶିକ୍ଷକ ଡିହ ସରିଚୁଆଁ ଗ୍ରାମ ନିବାସୀ ସାହିତ୍ୟିକ ସୁଦାମ ଚରଣ ବେହେର|(୮୧) ଓ ଟାଇଁକଣା ନିବାସୀ ନୃତ୍ୟ ଓ ସଂଗୀତ ନିର୍ଦେଶକ ଗୁରୁ ଦେବେନ୍ଦ୍ର ବାରିକଙ୍କ ଦେହାନ୍ତରେ ପଟଣା ଗ୍ରାମର ଦୟାନିଧି ପ୍ରତିଭା ବିକାଶ ପ୍ରତିଷ୍ଠାନ ପକ୍ଷରୁ ଶୋକ ପାଳନ କରାଯାଇଛି ।

ଶ୍ରୀକାନ୍ତ ବେଉରା ଙ୍କ ରିପୋର୍ଟ୍ 

Related posts

ଗୋପବନ୍ଧୁ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ବାର୍ଷିକୋତ୍ସବ ସମ୍ପନ୍ନ

masiha

ଶିଶୁ ଶ୍ରମିକ ନିରାକରଣ ସଚେତନତା ରଥ ଗଡିଲା 

masiha

ଶଶୀ ପ୍ରଧାନୀ: ପ୍ରଧାନ ମନ୍ତ୍ରୀ ଆବାସ ଗୃହ ମିଳିବ ମିଳିବ ବୋଲି ବର୍ଷ ବର୍ଷ ବିତିଲା ଏପଟେ ବର୍ଷା ବି ସାଜିଲା ବୈରି

Sunil Chandra Nayak

Leave a Comment

error: Content is protected !!