ପ୍ରଗତିଶୀଳ ମସିହା, ନିର୍ଭୀକ I ନିର୍ଭୟ I ନିରପେକ୍ଷ
ଆଞ୍ଚଳିକ

ପି ଏମ ଶ୍ରୀ କେନ୍ଦ୍ରୀୟ ବିଦ୍ୟାଳୟ ସଂଗଠନ ପ୍ରତିଷ୍ଠା ଦିବସ ପାଳିତ 

ପି ଏମ ଶ୍ରୀ କେନ୍ଦ୍ରୀୟ ବିଦ୍ୟାଳୟ ସଂଗଠନ ପ୍ରତିଷ୍ଠା ଦିବସ ପାଳିତ 

ନବରଙ୍ଗପୁର:(୧୪|୧୨)(ରବି ନାରାୟଣ ମହାନ୍ତି)ଆଜି ନବରଙ୍ଗପୁର ଜିଲ୍ଲା ପି ଏମ ଶ୍ରୀ କେନ୍ଦ୍ରୀୟ ବିଦ୍ୟାଳୟ ସଂଗଠନ ପ୍ରତିଷ୍ଠା ଦିବସ ପାଳିତ ହୋଇ ଯାଇଛି l ଉକ୍ତ ଉତ୍ସବରେ ମୁଖ୍ୟ ଅତିଥି ଏ ଡି ଏମ୍ ନବୀନ ଚନ୍ଦ୍ର ନାୟକ ଯୋଗଦେଇ ଛାତ୍ରଛାତ୍ରୀ ମାନଙ୍କ ଉତ୍ସାହ ବୃଦ୍ଧି କରାଇ ଥିଲେ l ଏହି ଅବସରରେ ବିଦ୍ୟାଳୟର ପ୍ରାଚାର୍ଯ୍ୟ ହିତେଶ କୁମାର ବର୍ମା ଛାତ୍ରଛାତ୍ରୀ, ଅଭିଭାବକ,ଶିକ୍ଷକ, ଶିକ୍ଷୟତ୍ରୀ ମାନଙ୍କୁ ଅଭିନନ୍ଦନ ଜଣାଇଛନ୍ତି l ଏଥି ସହିତ ଉକ୍ତ ଦିନରେ ପୁରାତନ ଛାତ୍ରମାନଙ୍କ ର ବନ୍ଧୁ ମିଳନ ଅନୁଷ୍ଠିତ ହୋଇ ଥିଲା l ବିଦ୍ୟାଳୟ ର ମୁଖ୍ୟ ଅଧ୍ୟାପିକା ଶ୍ରୀମତୀ ସାଗରିକା ପାଢୀ ପୁରାତନ ଛତ୍ରମାନଙ୍କୁ ବିଦ୍ୟାଳୟକୁ ସ୍ଵାଗତ କରିଥିଲେ l ଅନ୍ଯ ମାନଙ୍କ ମଧ୍ଯରେ ଭି ଏମ ସି ସଦସ୍ଯ ବିନୋଦ ବିହାରୀ ବେହେରା,ସୁରେଶ ପଟ୍ଟନାୟକ ଏବଂ ସୁକୁମାର ସୁନା । ପି ଟି ଏ ଉପସଭାପତି ପୂର୍ଣ୍ଣ ଚନ୍ଦ୍ର ମହାପାତ୍ର ଓ ସଂପାଦକ ବାଙ୍କ ବିହାରୀ ବିଷୋୟୀ ପ୍ରମୁଖ ଉପସ୍ଥିତ ଥିଲେ । ( ମ ନି ସ ) 

Related posts

ଆତ୍ମ ସୁରକ୍ଷା ପ୍ରଶିକ୍ଷଣ ଶିବିର ଉଦଯାପିତ

Sunil Chandra Nayak

କାର୍ଗିଲ୍ ଯୁଦ୍ଧର ଯାମଦା ଅଂଚଳର ଅନନ୍ୟ ଵୀର ସହିଦ୍ ସୁଦାମ ଚରଣ ଟୁଡୁ 

Sunil Chandra Nayak

ନର୍ଲାବ୍ଲକ୍ ରେ ଫାଇଲେରିଆ ନିରାକରଣ ନିମନ୍ତେ ସାମୁହିକ ଔଷଧ ସେବନ କାର୍ଯ୍ୟକ୍ରମର ଶୁଭାରମ୍ଭ

masiha

Leave a Comment

error: Content is protected !!