ପ୍ରଗତିଶୀଳ ମସିହା, ନିର୍ଭୀକ I ନିର୍ଭୟ I ନିରପେକ୍ଷ
ଧର୍ମୀୟ ସଂସ୍କୃତି

ସିଦ୍ଧ ବଳରାମ ଜୀଉଙ୍କ ମନ୍ଦିର ରେ ଧନୁ ସଂକ୍ରାନ୍ତି ନୀତି ପାଳିତ

ସିଦ୍ଧ ବଳରାମ ଜୀଉଙ୍କ ମନ୍ଦିର ରେ ଧନୁ ସଂକ୍ରାନ୍ତି ନୀତି ପାଳିତ

ଢେଙ୍କାନାଳ: କୈବଲ୍ୟ ବଜାର ସ୍ଥିତ ସିଦ୍ଧ ବଳରାମ ଜୀଉଙ୍କ ମନ୍ଦିର ରେ ଆଜି ଧନୁ ସଂକ୍ରାନ୍ତି ନୀତି ପାଳିତ। ସକାଳୁ ମଙ୍ଗଳ ଆଳତୀ, ମହାସ୍ନାନ, ବସ୍ତ୍ର, ତୁଳସୀ ହାର, ଫୁଲ ହାର, ସକାଳ ପ୍ରାୟ ୪ ଟା ସମୟ ରେ ଧନୁ ମୁଆଁ ସହ ପହିଲି ଭୋଗ ଲାଗି ହୋଇଥିଲା।ବଲ୍ଲଭ ଭୋଗ ଲାଗି, ଦଶଟା ବେଳେ ଖେଚୁଡ଼ି ଭୋଗ, ମଧ୍ୟାହ୍ନ ରେ ଅର୍ଣ୍ଣ ଧୂପ, ସଂଧ୍ୟା ବେଳେ ଆଳତୀ, ରାତ୍ର ରେ ରାତ୍ର ଧୂପ, ପରେ ପହଡ଼ ପଡ଼ିବ। ଏହି ପହିଲି ଭୋଗ ଏକ ମାସ ଧରି ଚାଲିବ। ପୂଜକ ମନ ସୁମନ ମିଶ୍ର,ଶିବତ୍ସ ମିଶ୍ର ,ପାଳିଆ ସେବକ ଶମ୍ଭୁନାଥ ମହାପାତ୍ର, ବ୍ରଜମୋହନ ମୋହନ ମହାପାତ୍ର, କାହାଳୀଆ ଟିକନ ବେହେରା ଓ ଜୀମାଦାର ଶ୍ୟାମ ସୁନ୍ଦର ପାଣିଗ୍ରାହୀଙ୍କ ଉପସ୍ଥିତି ଏହି ଧନୁ ସଂକ୍ରାନ୍ତି ପହିଲି ନୀତି ପାଳିତ ହୋଇଯାଇଛି।

ଶୁଭମ୍ ପାଣି ଙ୍କ ରିପୋର୍ଟ୍ 

Related posts

ବସ୍ତରେନ ମାଉଲି ଙ୍କ ଆଷାଢ କେନା ମଣ୍ଡେଇ ଓ ଲାଠିଯାତ୍ରା, କଣ୍ଟା ଦୋଳିରେ ଝୁଲିଲେ କାଲିସି 

masiha

ଚିଲକପୁର ରେଲଷ୍ମୀ ପୂଜା କଳସ ଶୋଭାଯାତ୍ରା

masiha

ପ୍ରଭୁ ପଶ୍ଚିମେଶ୍ୱରଙ୍କ ମନ୍ଦିରରେ କାର୍ତ୍ତିକ ପୂର୍ଣ୍ଣିମା ବା ରାସ ପୂର୍ଣ୍ଣିମା ଯାତ୍ରାରେ ୫୦ ହଜାରରୁ ଉର୍ଦ୍ଧ୍ବ ଶ୍ରଦ୍ଧାଳୁ ଭକ୍ତମାନଙ୍କ ସମାଗମ 

Sunil Chandra Nayak

Leave a Comment

error: Content is protected !!