ପ୍ରଗତିଶୀଳ ମସିହା, ନିର୍ଭୀକ I ନିର୍ଭୟ I ନିରପେକ୍ଷ
ଆଞ୍ଚଳିକ

ପଞ୍ଚାୟତ କାର୍ଯ୍ୟାଳୟ ଠାରେ ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ମିଳିତ ଜନ ଅଭିଯୋଗ ଶୁଣାଣି ଶିବିର 

ପଞ୍ଚାୟତ କାର୍ଯ୍ୟାଳୟ ଠାରେ ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ମିଳିତ ଜନ ଅଭିଯୋଗ ଶୁଣାଣି ଶିବିର 

ଢେଙ୍କାନାଳ (ମନିସ )16/12/24 // ଚନ୍ଦ୍ରଶେଖର ପ୍ରସାଦ ଗ୍ରାମ ପଞ୍ଚାୟତ କାର୍ଯ୍ୟାଳୟ ଠାରେ ସୋମବାର ଦିନ ୧୧ଟା ସମୟରେ ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ମିଳିତ ଜନ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି ।

ଏହି କାର୍ଯ୍ୟକ୍ରମର ମୁଖ୍ୟ ଉଦ୍ଦେଶ୍ୟ ହେଉଛି ରାଜ୍ୟସରକାରଙ୍କ ସମସ୍ତ ବିଭାଗ ପଞ୍ଚାୟତସ୍ତରରେ ପହଂଚି ଲୋକମାନଙ୍କର ପ୍ରତ୍ୟେକ ସମସ୍ୟାର ସମାଧାନ କରିବ । ବିଡ଼ିଓ ରାହୁଲ ମଣ୍ଡଳଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଶିବିରରେ ଢେ଼ଙ୍କାନାଳ ଜଲ୍ଲାପାଳ ସୋମେଶ କୁମାର ଉପାଧ୍ୟାୟ ଓ ଜିଲ୍ଲା ଆରକ୍ଷୀ ଅଧିକ୍ଷକ ଅଭିନବ ସୋନକର,ବନଖଣ୍ଡ ଅଧିକାରୀ ସୁମିତ କର,ସଦର ତହସିଲଦାର, ଚନ୍ଦ୍ରଶେଖର ପ୍ରସାଦ ଗ୍ରାମ ପଞ୍ଚାୟତର ସରପଞ୍ଚ ସନ୍ତୋଷ କୁମାର ମହାପାତ୍ରଙ୍କ ସମେତ ଅନ୍ୟ ଅଧିକାରୀମାନେ ଉପସ୍ଥିତ ରହି ଅଞ୍ଚଳବସୀଙ୍କ ବିଭିନ୍ନ ବ୍ୟକ୍ତିଗତ ଗୋଷ୍ଟିଗତ ସମସ୍ୟା ସମ୍ପର୍କରେ ୧୩୩ ଟି ଅଭଯୋଗର ଶୁଣାଣୀ କରିଥିଲେ ।

ପ୍ରହ୍ଲାଦ ମୁଦୁଲିଙ୍କ ରିପୋର୍ଟ

Related posts

ଉତ୍କଳ ସମ୍ମିଳନୀ ଢେଙ୍କାନାଳ ଜିଲ୍ଲା ଶାଖା ତରଫରୁ ଉତ୍କଳମଣି ଗୋପବନ୍ଧୁ ଦାସଙ୍କ ୧୪୯ତମ ଜନ୍ମଜୟନ୍ତୀ-୨୦୨୫ ପାଳିତ 

Sunil Chandra Nayak

ଷୋହଳ ପ୍ରହର ନାମଯଜ୍ଞ ପାଇଁଁ ଶୁଭଖମ୍ବ ସ୍ଥାପନ

masiha

ରାୟଗଡ଼ା ଜିଲ୍ଲା ଭାରତୀୟ ମଜଦୁର ସଂଘ ର ଜିଲ୍ଲା ବୈଠକ ଅନୁଷ୍ଠିତ 

masiha

Leave a Comment

error: Content is protected !!