ପ୍ରଗତିଶୀଳ ମସିହା, ନିର୍ଭୀକ I ନିର୍ଭୟ I ନିରପେକ୍ଷ
Uncategorized

ବରିଷ୍ଠ ସାମ୍ବାଦିକଙ୍କ ମାତୃ ବିୟୋଗ

କୋକସରା,୨୧/୪- ବରିଷ୍ଠ ସାମ୍ବାଦିକ ସୁଧାରାମ ସରାପ ଙ୍କ ମା ଜେମା ସରାପ ୭୬ ବର୍ଷ ବୟସରେ କଳାହାଣ୍ଡି ଜିଲ୍ଲା କୋକସରା ବ୍ଲକ ମୋଟେର ସ୍ଥିତ ନିଜ ବାସ ଭବନରେ ଗତକାଲି ରାତିରେ ପରଲୋକ ହୋଇଯାଇଛି । ସେ କିଛି ଦିନ ହେଲା ଅସୁସ୍ଥ ଥିଲେ । ସେ ଜଣେ ଧର୍ମ ପରାୟଣ ମହିଳା ଭାବେ ଅଞ୍ଚଳରେ ବେଶ୍ ଜଣା ଶୁଣା ଥିଲେ । ତାଙ୍କ ମୃତ୍ୟୁ ଖବର ପ୍ରଚାରିତ ହେବା ପରେ ଅଞ୍ଚଳରେ ଶୋକର ଛାୟା ଖେଳିଯାଇଛି । ମୃତ୍ୟୁ ବେଳକୁ ତାଙ୍କ ପୁଅ ବୋହୂ, ନାତି ନାତୁଣୀ, ଝିଅ ଜ୍ୱାଇଁ ଉପସ୍ଥିତ ଥିଲେ । ଆଜି ସକାଳେ ତାଙ୍କ ଗାଁ ଶ୍ମଶାନ ରେ ଅନ୍ତିମ ସତ୍କାର କରାଯାଇଥିଲା । ଏକମାତ୍ର ପୁଅ ସୁଧାରାମ ମୁଖାଗ୍ନି ଦେଇଥିଲେ । କୋକସରା ବ୍ଲକ ସାମ୍ବାଦିକ ସଂଘ ତରଫରୁ ଶୋକ ସନ୍ତପ୍ତ ପରିବାର ବର୍ଗଙ୍କୁ ସମବେଦନା ଜଣାଇଛନ୍ତି । ମ ନି ସ

Related posts

ବେଣୁଧର ସୂତାର ଙ୍କ କବିତା ଝରା ଶେଫାଳି ମୁଁ

Sunil Chandra Nayak

ଦୁଇ ଶକ୍ତିପୀଠର ଶୁଭ ପୂଜନ କଲେ ବିଧାୟକ

Sunil Chandra Nayak

କବି ସୌରଭ ବୈଜୟନ୍ତୀ ମାଳା ମହାପାତ୍ର ଙ୍କ କବିତା ଦାରିଦ୍ର୍ୟ ଭଞ୍ଜନୀ ମାଗୋ କମଳିନୀ

Sunil Chandra Nayak

Leave a Comment

error: Content is protected !!