ପ୍ରଗତିଶୀଳ ମସିହା, ନିର୍ଭୀକ I ନିର୍ଭୟ I ନିରପେକ୍ଷ
ଆଞ୍ଚଳିକ

ଜିଲ୍ଲାପାଳଙ୍କ ଶକଟା ଗ୍ରାମ ପରିଦର୍ଶନ l “ଗ୍ରାମବାସୀଙ୍କ ସହିତ ଆଲୋଚନା”

ଜିଲ୍ଲାପାଳଙ୍କ ଶକଟା ଗ୍ରାମ ପରିଦର୍ଶନ l

“ଗ୍ରାମବାସୀଙ୍କ ସହିତ ଆଲୋଚନା”

ରାୟଗଡ:-ତା. ୨୪/୧୨- ରାୟଗଡ ଜିଲ୍ଲାପାଳ ଶ୍ରୀମତୀ ପାରୁଲ ପଟାୱରୀ ଆଜି ମୁନିଗୁଡା ବ୍ଲକ ଅନ୍ତର୍ଗତ ଆଦର୍ଶ ଗ୍ରାମ ଶକଟାକୁ ପରିଦର୍ଶନ କରିଥିଲେ l ଏହି ପରିଦର୍ଶନ ବେଳେ ଗ୍ରାମ ବିଦ୍ୟାଳୟ, ଅଙ୍ଗନବାଡି କେନ୍ଦ୍ର, ଛତୁଆ କେନ୍ଦ୍ର ଓ ପରିମଳ ବ୍ୟବସ୍ଥାକୁ ଅନୁଧ୍ୟାନ କରିବା ସହିତ ଗ୍ରାମବାସୀଙ୍କ ସହିତ ଆଲୋଚନା କରିଥିଲେ l ଗ୍ରlମବାସୀଙ୍କ ବିଭିନ୍ନ ସମସ୍ୟା ବିଷୟରେ ପଚାରି ବୁଝିଥିଲେଏହି ଗ୍ରାମକୁ ମାନ୍ୟବର ପ୍ରଧାନମନ୍ତ୍ରୀ ଶ୍ରୀଯୁକ୍ତ ନରେନ୍ଦ୍ର ମୋଦି ଗତ ତା ୧୫/୧୨/୨୪ରିଖରେ ଦିନ ଭଗବାନ ବିର୍ଷା ମୁଣ୍ଡl ଜୟନ୍ତୀ ଅବସରରେ ଘୋଷଣା କରିଥିଲେ l ଏହି ପରିଦର୍ଶନ ସମୟରେ ଜିଲ୍ଲା ମୁଖ୍ୟ ଉନ୍ନୟନ ଅଧିକାରୀ ଅକ୍ଷୟ ଖେମୁଣ୍ଡୁ, ବିଡ଼ିଓ ମୁନୁଗୁଡା, ତହସିଲଦାର ମୁନିଗୁଡା, ସରପଞ୍ଚ ଓ ସମ୍ପାଦକ ଓ ଅବ୍ୟାନ୍ୟ ଅଧିକାରୀ ଉପସ୍ଥିତି ଥିଲେ l

ଗୌରୀ ପଟ୍ଟନାୟକ ଙ୍କ ରିପୋର୍ଟ୍ 

Related posts

ବାଜିଲା ବିଗୁଲ “ଚଇତି”ର, ଦେବଗିରି ଶୈବପୀଠରୁ ହେଲା ଚଇତିର ଶୁଭାରମ୍ଭ

masiha

ଅଜଣା ଗାଡ଼ି ଧକ୍କା ରେ ମୋଟରସାଇକଲ ଚାଳକ ମୃତ 

Sunil Chandra Nayak

ସାଧାରଣ ପର୍ଯ୍ୟବେକ୍ଷକ ଙ୍କ ନିର୍ବାଚନ ପ୍ରସ୍ତୁତି ସମୀକ୍ଷା , ମୁକ୍ତ,ଅବାଧ, ନିରପେକ୍ଷ ଓ ଶାନ୍ତିପୂର୍ଣ୍ଣ ନିର୍ବାଚନ ପରିଚାଳନା ପାଇଁ ପରାମର୍ଶ

masiha

Leave a Comment

error: Content is protected !!