ପ୍ରଗତିଶୀଳ ମସିହା, ନିର୍ଭୀକ I ନିର୍ଭୟ I ନିରପେକ୍ଷ
କ୍ରୀଡ଼ା

ସେବା ସରସ୍ଵତୀ ଶିଶୁ ବିଦ୍ୟାମନ୍ଦିରରେ ବାର୍ଷିକ କ୍ରୀଡା

ସେବା ସରସ୍ଵତୀ ଶିଶୁ ବିଦ୍ୟାମନ୍ଦିରରେ ବାର୍ଷିକ କ୍ରୀଡା 

 କଟକ : କଟକ ସଦର ପରମହଂସ ସ୍ଥିତ ସେବା ସରସ୍ଵତୀ ଶିଶୁ ବିଦ୍ୟାମନ୍ଦିରରେ ବାର୍ଷିକ କ୍ରୀଡା ଉତ୍ସଵ ଓ ପ୍ରତିଯୋଗିତା ଅନୁଷ୍ଠିତ ହୋଇ ଉଦଯାପିତ ହୋଇଯାଇଛି । ପୁରସ୍କାର ବିତରଣୀ ଉତ୍ସବରେ ଅତିଥି ଭାବରେ ରାଜଦୀପ ନାୟକ, ଜ୍ୟୋତି ରଞ୍ଜନ ନାୟକ ଓ ପ୍ରଦୀପ କୁମାର ନାୟକ ଯୋଗ ଦେଇ ୩୮ ଜଣ କୃତୀ ଛାତ୍ରଛାତ୍ରୀଙ୍କୁ ମାନପତ୍ର ଓ ପୁଷ୍ପ ଗୁଚ୍ଛ ପ୍ରଦାନ କରିଥିଲେ । କାର୍ଯ୍ୟକ୍ରମକୁ ପିପ୍ପଲ୍ ପ୍ରିୟଦର୍ଶିନୀ, ଅବନ୍ତିକା ଖୁଣ୍ଟିଆ,ସୁମିତ୍ରା ଖୁଣ୍ଟିଆ, ପ୍ରିୟଙ୍କା ପ୍ରିୟଦର୍ଶିନୀ ବେହେରା, ସୁଚିଶ୍ମିତା ବେହେରା,ଐଶ୍ୱରିକା ପଣ୍ଡା,ସାମସୁନ ନିଶା,ସ୍ଵାତୀ ସଂଘମିତ୍ରା ପାତ୍ର,ଶୁଭଶ୍ରୀ ପଣ୍ଡା , ବୟାଳିମୌଜା ଅଚଂଳର ଯୁବ ସାମ୍ବାଦିକ ଚନ୍ଦନ ମହାନ୍ତି ଓ ପ୍ରଭୃତି ବିଦ୍ୟାଳୟ ପରିଚାଳନା କମିଟି ଓ ଶିକ୍ଷକ ଶିକ୍ଷୟତ୍ରୀ ପରିଚାଳନା କରିଥିଲେ । 

ଶ୍ରୀକାନ୍ତ ବେଉରା ଙ୍କ ରିପୋର୍ଟ୍ 

Related posts

ରୁଦ୍ର ପ୍ରସାଦ ସାହୁ ମେମୋରିଆଲ ଜୁନାଗଡ଼ କପ ଜୟପୁର କୁ ହରାଇ ବରଗଡ ବିଜୟୀ 

masiha

ଜିଲ୍ଲାସ୍ତରୀୟ ଵାର୍ଷିକ କ୍ରୀଡା ମହୋତ୍ସବ ଉଦଯାପିତ

Sunil Chandra Nayak

ନବରଙ୍ଗପୁର ରେ ମହେଶ ମେମୋରିଆଲ କ୍ରିକେଟ ଟୁର୍ନାମେଣ୍ଟ ଅନୁଷ୍ଠିତ

Sunil Chandra Nayak

Leave a Comment

error: Content is protected !!