ପ୍ରଗତିଶୀଳ ମସିହା, ନିର୍ଭୀକ I ନିର୍ଭୟ I ନିରପେକ୍ଷ
ଆଞ୍ଚଳିକ

ବିଶିଷ୍ଟ ସାଇକେଲ୍‌ ମରାମତି କାରିଗରଙ୍କ ଏକାଦଶାହ ଶ୍ରଦ୍ଧାଞ୍ଜଳି ସଭା

ବିଶିଷ୍ଟ ସାଇକେଲ୍‌ ମରାମତି କାରିଗରଙ୍କ ଏକାଦଶାହ ଶ୍ରଦ୍ଧାଞ୍ଜଳି ସଭା

ଢେଙ୍କାନାଳ, ୨୬/୧୨: ଢେଙ୍କାନାଳ ମୀନାବଜାର ଜଗନ୍ନାଥ ରୋଡ ବାସୀନ୍ଦା ବିଶିଷ୍ଟ ସାଇକଲେ ମରାମତି କାରିଗର ଦେବେନ୍ଦ୍ର ଦଳେଇଙ୍କ ର ଏକାଦଶାହ ଶ୍ରଦ୍ଧାଞ୍ଜଳି ସଭା ଅନୁଷ୍ଠିତ ହୋଇଯାଇଅଛି । ଗଡ ୧୬ ତାରିଖରେ ତାଙ୍କର ବାସଭବନରେ ୮୦ ବର୍ଷ ବୟସରେ ଦେହାନ୍ତ ହୋଇଯାଇଥିଲା । ସେ ଜଣେ ଲୋକପ୍ରିୟ, ମେଳାପି, ମିଷ୍ଟଭାଷା ଓ ପରୋପକାରୀ ବ୍ୟକ୍ତି ଥିଲେ । ସେ ସାଇକେଲ୍ ମରାମତି କରି ପରିବାର ପ୍ରତିପୋଷଣ କରିଥାନ୍ତି । ଏହି ଶ୍ରଦ୍ଧାଞ୍ଜଳି ସଭାରେ ତାଙ୍କର ସଦ୍‌ଗତି ନିମନ୍ତେ ନାତିନାତୁଣୀ, ଝିଅ ଜ୍ବାଇଁ, ପୂତ୍ର ଓ ପୁତ୍ରବଧୁ, ପରିବାରର ସମସ୍ତ ସଦସ୍ୟ, ବନ୍ଧୁବାନ୍ଧବ ଓ ସହରର ବହୁ ମାନ୍ୟଗଣ୍ୟ ବ୍ୟକ୍ତି ଉପସ୍ଥିତ ରହି ଶ୍ରଦ୍ଧାଞ୍ଜଳି ଜ୍ଞାପନ କରିଥିଲେ । 

ଶୁଭମ୍ ପାଣି ଙ୍କ ରିପୋର୍ଟ୍ 

Related posts

ଧର୍ମଗଡ଼ ବ୍ଲକ ଓଷ୍ଟା ପକ୍ଷରୁ ୩୮ତମ ଶିଶୁ ଉତ୍ସବ ଅନୁଷ୍ଠିତ

masiha

ଢେଙ୍କାନାଳ ସଚେତନ ନାଗରିକ ଫୋରମ ପକ୍ଷରୁ ବରା ଦିବସ ପାଳନ

Sunil Chandra Nayak

କୋକସରା ଠାରେ ଧର୍ମଗଡ ଜିଲ୍ଲା ଗଠନ କ୍ରିୟାନୁଷ୍ଠାନ କୋର କମିଟି ବୈଠକ 

Sunil Chandra Nayak

Leave a Comment

error: Content is protected !!