ପ୍ରଗତିଶୀଳ ମସିହା, ନିର୍ଭୀକ I ନିର୍ଭୟ I ନିରପେକ୍ଷ
ଆଞ୍ଚଳିକ

ଚମେଳିଦେବୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ଆତ୍ମ ସୁରକ୍ଷା ତାଲିମ ଶିବିର

ଚମେଳିଦେବୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ଆତ୍ମ ସୁରକ୍ଷା ତାଲିମ ଶିବିର

ଜୁନାଗଡ଼,୯/୧(ମନୀସ) ଚମେଳିଦେବୀ ମହିଳା ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ଠାରେ ଆତ୍ମ ସୁରକ୍ଷା ତାଲିମ ଶିବିର ଅନୁଷ୍ଠିତ ହୋଇଯାଇଛି।ଏହି ତାଲିମ ଶିବିର ବିଦ୍ୟାଳୟ ଅଧକ୍ଷ୍ୟା ପ୍ରିୟମଞ୍ଜରୀ ପଣ୍ଡାଙ୍କ ସଭାପତିତ୍ୱରେ ଅନୁଷ୍ଠିତ ହୋଇଥିଲା।ଏଥିରେ ମୁଖ୍ୟଅତିଥି ଭାବେ କଲେଜ ପ୍ରତିଷ୍ଠାତା ଲୟନ ମାଣିକଚାନ୍ଦ ଅଗ୍ରୱାଲ ଯୋଗଦାନ କରି ଛାତ୍ରୀମାନଙ୍କ ମାର୍ଗଦର୍ଶନ କରି ଉସାହିତ କରିଥିଲେ।ଏହି କାର୍ଯ୍ୟକ୍ରମ ରେ ଅଧ୍ୟାପକ ବିଶ୍ଵପତି ମୁଣ୍ଡ ପରିଚାଳନା କରିଥିଲେ।ଅଧ୍ୟାପିକା ନଳିନୀ ପ୍ରଭାମହାନ୍ତି, ଏବଂ ରୁଦ୍ରନାରାୟନ ବେହେରା,ଦୁର୍ଗା ଶଙ୍କର ସିଂ ଓ କଲେଜ କର୍ମଚାରୀ ମାନେ ସହଯୋଗ କରିଥିଲେ।

ଜୁନାଗଡ଼ ରୁ ନରେନ୍ଦ୍ର କ୍ଷିତି ଙ୍କ ରିପୋର୍ଟ୍ 

Related posts

ଓଡିଶା ସୂଚନା ଅଧିକାର ଅଭିଜlନ ପକ୍ଷରୁ ଜିଲ୍ଲା ସ୍ତରୀୟ ସମ୍ମିଳନୀ ଓ ଦିନିକିଆ ପ୍ରଶିକ୍ଷଣ ଶିବିର ଅନୁଷ୍ଠିତ

masiha

ମହୁମାଛିଙ୍କ ଆକ୍ରମଣରେ ଜଣେ ଗୁରୁତର ଆହତ ୨୦ ରୁ ଅଧିକ ଲୋକ ସାମାନ୍ୟ ଆହତ

Sunil Chandra Nayak

ବେହେରା ଠାରେ ଟେଲରିଂ ପ୍ରଶିକ୍ଷଣ ଶିକ୍ଷାର୍ଥୀଙ୍କୁ ପ୍ରମାଣ ପତ୍ର ବଣ୍ଟନ

Leave a Comment

error: Content is protected !!