ପ୍ରଗତିଶୀଳ ମସିହା, ନିର୍ଭୀକ I ନିର୍ଭୟ I ନିରପେକ୍ଷ
ଆଞ୍ଚଳିକ

ଅବସରପ୍ରାପ୍ତ କର୍ମଚାରୀଙ୍କ ପରଲୋକ 

ଅବସରପ୍ରାପ୍ତ କର୍ମଚାରୀଙ୍କ ପରଲୋକ 

କାମାକ୍ଷାନଗର(ମନିସ )23/1/25 // କାମାକ୍ଷାନଗର ସହରର ଅନନ୍ତପୁର ବସ୍ତି ର ଅବସରପ୍ରାପ୍ତ ସରକାରୀ କର୍ମଚାରୀ ସବ୍ୟସାଚୀ ଜେନାଙ୍କର ବୁଧବାର ବିଳମ୍ବିତ ରାତିରେ ନିଜ ବାସଭବନରେ ହୃଦଘାତରେ ପରଲୋକ ହୋଇଯାଇଛି l ମୃତ୍ୟୁ ବେଳକୁ ୭୯ ବର୍ଷ ବୟସ ହୋଇଥିଲା l ମୃତ୍ୟୁ ଖବର ପ୍ରଚାରିତ ହେବା ପରେ ବହୁ ସୁଭେଛୁ, ବନ୍ଧୁ ଓ ପରିବାର ବର୍ଗ ବସଭାବନରେ ପହଞ୍ଚି ଶେଷ ଦର୍ଶନ କରିଥିଲେ l ତାଙ୍କୁ ପୁରୀ ନିଆଯାଇ ସ୍ବର୍ଗଦ୍ୱାରରେ ଶେଷକୃତ୍ୟ ସଂପର୍ଣ୍ଣ କରାଯାଇଛି l ତାଙ୍କର ଏକ ମାତ୍ର ପୁଅ ଲୋକନାଥ ମୁଖାଗ୍ନି ଦେଇଛନ୍ତି l ତାଙ୍କ ମୃତ୍ୟୁରେ ସହରରେ ଶୋକର ଛାୟା ଖେଳି ଯାଇଛି l

ପ୍ରହ୍ଲାଦ ମୁଦୁଲିଙ୍କ ରିପୋର୍ଟ

Related posts

ପାର୍ବତୀ ଗୋବିନ୍ଦ ସ୍ମୃତି ସଂସଦ ସମେତ ତିନୋଟି ସଙ୍ଗଠନର ମିଳିତ ଆନୁକୂଲ୍ୟରେ ସାହିତ୍ୟ ଓ ସାରସ୍ୱତ କାର୍ଯ୍ୟକ୍ରମ ଆସନ୍ତା ୫ରେ…… 

masiha

ଓଡ଼ିଆ ପକ୍ଷ ପାଳନ ଅବସରରେ “ବନ୍ଦନୀୟ ବରପୁତ୍ର” କାର୍ଯ୍ୟକ୍ରମ ଅନୁଷ୍ଠିତ

masiha

ଗୋତୋମୁଣ୍ଡା ଠାରେ ନୂତନ ପେକ୍ସ ଗଠନ ନେଇ ଚାଷି ଙ୍କ ପ୍ରସ୍ତୁତି ବୈଠକ ଅନୁଷ୍ଠିତ 

Sunil Chandra Nayak

Leave a Comment

error: Content is protected !!