ପ୍ରଗତିଶୀଳ ମସିହା, ନିର୍ଭୀକ I ନିର୍ଭୟ I ନିରପେକ୍ଷ
ଧର୍ମୀୟ ସଂସ୍କୃତି

ଡାବୁଗାଁ ର ବିଭିନ୍ନ ବିଦ୍ୟାଳୟରେ ମାଁ ସରସ୍ଵତୀ ପୂଜା ପାଳନ 

ଡାବୁଗାଁ ର ବିଭିନ୍ନ ବିଦ୍ୟାଳୟରେ ମାଁ ସରସ୍ଵତୀ ପୂଜା ପାଳନ 

  ଡାବୁଗାଁ, ୨/୨ (ମ.ନି.ସ.)- ନବରଙ୍ଗପୁର ଜିଲା ଡାବୁଗାଁ ବ୍ଲକ ଅଧୀନ ସମସ୍ତ ସରକାରୀ ବେସରକାରୀ ଶିକ୍ଷାନୁଷ୍ଠାନ ରେ ରବିବାର ଧୂମଧାମରେ ସରସ୍ଵତୀ ପୂଜା ପାଳିତ ହୋଇଯାଇଛି | ଆଜି ସକାଳୁ ଛାତ୍ରୀ ଛାତ୍ର ମାନେ ମହା ଆନନ୍ଦରେ ନୂତନ ବସ୍ତ୍ର ପରିଧାନକରି କରି ହାତରେ ପୂଜା ସାମଗ୍ରୀ ଧରି ବିଦ୍ୟାଳୟକୁ ଯାଉଥିବା ଦେଖିବାକୁ ମିଳିଥିଲା | ପୂଜା ସାରି ପିଲାମାନ ଆନନ୍ଦରେ ପ୍ରସାଦ ଧରି ଘରକୁ ଫେରିଥିଲେ | ବିଦ୍ୟାଳୟ ଗୁଡିକରେ ବିଭିନ୍ନ ସାଜସଜା ଓ ରଙ୍ଗବେରଙ୍ଗ ର ଆଲୋକ ମାଳାରେ ବିଦ୍ୟାଳୟ ଗୁଡିକ ବେଶ ଆକର୍ଷଣ ହୋଇଥିଲା |

ଡାବୁଗାଁରୁ ପ୍ରଜ୍ଞାରଞ୍ଜନ ପରିଡାଙ୍କ ରିପୋର୍ଟ

Related posts

ମା’ ବୁଢୀ ଠାକୁରାଣୀଙ୍କ ସପ୍ତଦିନ ବ୍ୟାପି ଚଣ୍ଡୀଯଜ୍ଞ ଆରମ୍ଭ 

Sunil Chandra Nayak

ଲୁହାକାନି ଗ୍ରାମରେ ୧୬ ପ୍ରହରୀ ନାମଯଜ୍ଞ ଉଦଯାପିତ

Sunil Chandra Nayak

ଭବାନୀପାଟଣା ନଗର ଦେବୀ ମା ଗଙ୍ଗା ଦେବୀ ଠାକୁରାଣୀଙ୍କ ଚଇତ୍ରା ଯାତ୍ରା

Sunil Chandra Nayak

Leave a Comment

error: Content is protected !!