ପ୍ରଗତିଶୀଳ ମସିହା, ନିର୍ଭୀକ I ନିର୍ଭୟ I ନିରପେକ୍ଷ
Uncategorized

ମାଟ୍ରିକ ଓ ଯୁକ୍ତ ଦୁଇ ପରୀକ୍ଷା ପାଇଁ ପ୍ରସ୍ତୁତି

  ଭୁବନେଶ୍ୱର -: ଚଳିତ ମାସରୁ ଆରମ୍ଭ ହେବାକୁ ଥିବା ମ୍ୟାଟ୍ରିକ ଏବଂ ଯୁକ୍ତଦୁଇ ପରୀକ୍ଷା ପ୍ରସ୍ତୁତି ସମ୍ପର୍କରେ ମୁଖ୍ଯ ଶାସନ ସଚିବ ଶ୍ରୀ ସୁରେଶ ଚନ୍ଦ୍ର ମହାପାତ୍ର ଏକ ଉଚ୍ଚସ୍ତରୀୟ ବୈଠକରେ ସମୀକ୍ଷା କରିଛନ୍ତି। @SMEOdisha ପ୍ରମୁଖ ଶାସନ ସଚିବ ଶ୍ରୀ ବିଷ୍ଣୁପଦ ସେଠୀ ପରୀକ୍ଷା ପରିଚାଳନା ସମ୍ବନ୍ଧରେ ବିସ୍ତୃତ ତଥ୍ଯ ଉପସ୍ଥାପନ କରିଥିଲେ। ନୋଡାଲ କେନ୍ଦ୍ରରେ ପ୍ରଶ୍ନପତ୍ର ସୁରକ୍ଷିତ କରି ରଖିବା ଠାରୁ ଆରମ୍ଭକରି ପରୀକ୍ଷା ସଂଚାଳନ, ଉତ୍ତର ଖାତା ମୂଲ୍ୟାୟନ କେନ୍ଦ୍ରକୁ ପରିବହନ ଇତ୍ୟାଦି କାର୍ଯ୍ୟରେ ସହଯୋଗ କରିବା ପାଇଁ ସମସ୍ତ ଜିଲ୍ଲାପାଳ ଓ ଏସ୍‌ପି ମାନଙ୍କୁ ମୁଖ୍ଯ ଶାସନ ସଚିବ ନିର୍ଦ୍ଦେଶ ଦେଇଛନ୍ତି। କେତେକ କେନ୍ଦ୍ରକୁ ଏକ କ୍ଳଷ୍ଟରରେ ବିଭକ୍ତ କରି ଉକ୍ତ କ୍ଲଷ୍ଟରଗୁଡିକୁ ଜିଲ୍ଲାର ଜଣେ ଦାୟିତ୍ବ ସମ୍ପନ୍ନ ଅଧିକାରୀଙ୍କୁ ଏହି ପ୍ରକ୍ରିୟାରେ ନିୟୋଜିତ କରିବାକୁ ମୁଖ୍ୟଶାସନ ସଚିବ ନିର୍ଦ୍ଦେଶ ଦେଇଛନ୍ତି।

ଵିଦ୍ୟାଧର ସାହୁଙ୍କ ରିପୋର୍ଟ…

Related posts

ନଭେମ୍ବର ୨୫ ରୁ ଡିସେମ୍ବର ୧ ତାରିଖ ମଧ୍ୟରେ ପର୍ଯ୍ୟାୟ କ୍ରମେ ମଣ୍ଡି ରୁ ଧାନ ସଂଗ୍ରହ ଆରମ୍ଭ

Sunil Chandra Nayak

ଉତ୍କେଲା ରେ ଶାରଦୀୟ ନବରାତ୍ରୀ ପୂଜା

Sunil Chandra Nayak

ଆତ୍ମ ସୁରକ୍ଷା ତାଲିମ ଶିବିର ଉଦଯାପିତ

Sunil Chandra Nayak

Leave a Comment

error: Content is protected !!