ପ୍ରଗତିଶୀଳ ମସିହା, ନିର୍ଭୀକ I ନିର୍ଭୟ I ନିରପେକ୍ଷ
ଆଞ୍ଚଳିକ

ସ୍ଵାସ୍ଥ୍ୟ ମିଶନ ପରିଚାଳନା କର୍ମଚାରୀ ମାନଙ୍କ ଆନ୍ଦୋଳନ ନେ଼ଇ ସାମ୍ୱାଦିକ ସମ୍ମିଳନୀ

ସ୍ଵାସ୍ଥ୍ୟ ମିଶନ ପରିଚାଳନା କର୍ମଚାରୀ ମାନଙ୍କ ଆନ୍ଦୋଳନ ନେ଼ଇ ସାମ୍ୱାଦିକ ସମ୍ମିଳନୀ

କଳାହାଣ୍ଡି ଜିଲ୍ଲାର ୧୩ଗୋଟି ବ୍ଲକ୍ ରେ ୨୬ ଜଣ ସ୍ଵାସ୍ଥ୍ୟ ମିଶନ ପରିଚାଳନା କର୍ମଚାରୀ ମାନେ ଆନ୍ଦୋଳନକୁ ଓହ୍ଲାଇଛନ୍ତି। ଜନ ସ୍ଵାସ୍ଥ୍ୟ ପରିଚାଳନା ପଦବୀ ସୃଷ୍ଟି ଓ ଚାକିରୀ ସ୍ଥାୟୀ କରଣ ଦାବୀ ନେଇ ସେମାନେ ଆନ୍ଦୋଳନକୁ ଓହ୍ଲାଇଥିବା ନେଇ ଏକ ସାମ୍ୱାଦିକ ସମ୍ମିଳନୀରେ ପ୍ରକାଶ କରିଛନ୍ତି। ଆଜିଠାରୁ କଳାହାଣ୍ଡି ଜିଲ୍ଲାର ୨୬ଜଣ ସ୍ଵାସ୍ଥ୍ୟ ମିଶନ ପରିଚାଳନା କର୍ମଚାରୀ ଆନ୍ଦୋଳନ ଆରମ୍ଭ କରିଛନ୍ତି।ସରକାର ତାଙ୍କର ଦାବୀ ପୂରଣ ନ କରିବା ଯାଏଁ ଅନିର୍ଦ୍ଧିଷ୍ଟ କାଳ ପର୍ଯ୍ୟନ୍ତ ଆନ୍ଦୋଳନ ଜାରି ରହିବ ବୋଲି ସଂଘ ର କର୍ମକର୍ତ୍ତା ସାମ୍ୱାଦିକ ସମ୍ମିଳନୀରେ ରେ ପ୍ରକାଶ କରିଛନ୍ତି । ସ୍ଵାସ୍ଥ୍ୟ ମିଶନ ପରିଚାଳନା କର୍ମଚାରୀ ସଂଘର ଜିଲ୍ଲା ସଭାପତି ଭବାନି ଶଙ୍କର ସିଂ, ସମ୍ପାଦକ ଜ୍ଞାନେନ୍ଦ୍ର ଭୋଇ, ପ୍ରିୟ ରଞ୍ଜନ ପଣ୍ଡା, ଅମୂଲ୍ୟ ନାୟକ ପ୍ରମୁଖ କର୍ମକର୍ତ୍ତା ଙ୍କ ସମେତ ଜିଲ୍ଲାର ବିଭିନ୍ନ ବ୍ଳକର କର୍ମଚାରୀ ମାନେ ଯୋଗ ଏଥିରେ ଦେଇଥିଲେ ।

ବିଦ୍ୟାଧର ସାହୁଙ୍କ ରିପୋର୍ଟ….

Related posts

ଧର୍ମଗଡ ତାଲୁକ ଆଇନ ସେବା ସମିତି ତରଫରୁ ଆଇନ ସଚେତନତା କାର୍ଯ୍ୟକ୍ରମ 

masiha

ନିଖିଳ ଓଡ଼ିଶା ଆଇନଜୀବୀ ପରିଷଦର ଲଗାତାର ୭ମ ଥର ପାଇଁ ଉପସଭାପତି ହେଲେ ରାଇରଙ୍ଗପୁର ର ମନୋଜ ଦାସ

masiha

ମଘାମରା ରେ ବ୍ଳକ ସ୍ତରୀୟ ଜୈବିକ କପା ଚାଷ ଭିତ୍ତିକ ବୈଷୟିକ ତାଲିମ ଶିବିର 

Sunil Chandra Nayak

Leave a Comment

error: Content is protected !!