ପ୍ରଗତିଶୀଳ ମସିହା, ନିର୍ଭୀକ I ନିର୍ଭୟ I ନିରପେକ୍ଷ
ଆଞ୍ଚଳିକ

ଓଡିଶା ସ୍ଵାସ୍ଥ୍ୟ ପରିଚାଳନା କର୍ମଚାରୀ ସଂଘର କଳାବ୍ୟାଚ ପିନ୍ଧି ଜିଲ୍ଲାପାଳଙ୍କ କାର୍ଯ୍ୟାଳୟରେ ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ଜିଲ୍ଲାପାଳଙ୍କୁ ଏକ ଦାବିପତ୍ର ପ୍ରଦାନ 

ଓଡିଶା ସ୍ଵାସ୍ଥ୍ୟ ପରିଚାଳନା କର୍ମଚାରୀ ସଂଘର କଳାବ୍ୟାଚ ପିନ୍ଧି ଜିଲ୍ଲାପାଳଙ୍କ କାର୍ଯ୍ୟାଳୟରେ ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ଜିଲ୍ଲାପାଳଙ୍କୁ ଏକ ଦାବିପତ୍ର ପ୍ରଦାନ 

ଢେ଼ଙ୍କାନାଳ (ମନିସ )4/3/25 //  ଢେ଼ଙ୍କାନାଳ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟରେ ଓଡ଼ିଶା ସ୍ବାସ୍ଥ୍ୟ ପରିଚାଳନା କର୍ମଚାରୀ ସଂଘର କର୍ମଚାରୀ ମାନେ କଳାବ୍ୟାଚ ପିନ୍ଧି ଜିଲ୍ଲାପାଳଙ୍କ କାର୍ଯ୍ୟାଳୟରେ ପହଞ୍ଚି ମୁଖ୍ୟମନ୍ତ୍ରୀଙ୍କ ଦାବୀ ଉଦ୍ଦେଶ୍ୟରେ ଜିଲ୍ଲାପାଳଙ୍କୁ ଦୁଇ ଦଫା ସମ୍ବଳିତ ଏକ ଦାବିପତ୍ର ପ୍ରଦାନ କରିଛନ୍ତି । ଜିଲ୍ଲାରେ ଥିବା ଶତାଧିକ କର୍ମଚାରିମାନେ ଗତ କାଲି ଠାରୁ କଳାବ୍ୟାଚ ପିନ୍ଧି ଶାନ୍ତିପୂର୍ଣ୍ଣ ଭାବେ ଏହି ଆନ୍ଦୋଳନକୁ ଓହ୍ଲାଇଛନ୍ତି । ୧୦ ତାରିଖ ମଧ୍ୟରେ ସରକାର ଦାବୀ ପ୍ରତି ଦୃଷ୍ଟି ନ ଦେଲେ ୧୧ ତାରିଖ ଠାରୁ ଅନିର୍ଦ୍ଧିଷ୍ଟ କାଳ ପର୍ଯ୍ୟନ୍ତ କାର୍ଯ୍ୟ ବନ୍ଦକରି ଏହି ଆନ୍ଦୋଳନ କରିବେ ବୋଲି ଚେତାବନୀ ଦେଇଛନ୍ତି ।

ପ୍ରହ୍ଲାଦ ମୁଦୁଲିଙ୍କ ରିପୋର୍ଟ

Related posts

ରାଉରକେଲା ମହାବିଦ୍ୟାଳୟରେ ‘ରାକ୍ଷୀ ପ୍ରସ୍ତୁତି ପ୍ରଶିକ୍ଷଣ କର୍ମଶାଳା’ ଅନୁଷ୍ଠିତ

masiha

ପୁରୀ ହରିହର ଛକରେ ରାଉରକେଲା ର ‘ଉଇ ଫର୍ ୟୁ ୟୁଥ କ୍ଲବ’ ପକ୍ଷରୁ ଅନ୍ନ ଓ ପାନୀୟ ଜଳ ବଣ୍ଟନ

Sunil Chandra Nayak

କୋରାପୁଟରେ ଜଳରଙ୍ଗ ଚିତ୍ରଶିଳ୍ପୀ ଶିବିର ଓ ସମସାମୟିକ ଚିତ୍ରକଳା ପ୍ରଦର୍ଶନୀ

masiha

Leave a Comment

error: Content is protected !!