ପ୍ରଗତିଶୀଳ ମସିହା, ନିର୍ଭୀକ I ନିର୍ଭୟ I ନିରପେକ୍ଷ
ଆଞ୍ଚଳିକ

ବୋଡ଼େନ ବ୍ଲକ୍ ସୁନାପୁର ବିଜୁ ଏକ୍ସପ୍ରେସ ୱେ ରେ ଡିଜେ ଗାଡ଼ି ଭାରସାମ୍ୟ ହରାଇ ଦୁର୍ଘଟଣା ଗସ୍ତ, ୫ ଗୁରୁତର, ୧୫ ଆହତ 

ବୋଡ଼େନ ବ୍ଲକ୍ ସୁନାପୁର ବିଜୁ ଏକ୍ସପ୍ରେସ ୱେ ରେ ଡିଜେ ଗାଡ଼ି ଭାରସାମ୍ୟ ହରାଇ ଦୁର୍ଘଟଣା ଗସ୍ତ, ୫ ଗୁରୁତର, ୧୫ ଆହତ 

 ନୂଆପଡା,ନୂଆପଡ଼ା ଜିଲ୍ଲା ବୋଡ଼େନ ବ୍ଲକ୍ ସୁନାପୁର ବିଜୁ ଏକ୍ସପ୍ରେସ ୱେ ରେ ଡିଜେ ଗାଡ଼ି ଭାରସାମ୍ୟ ହରାଇ ଦୁର୍ଘଟଣା ଗସ୍ତ ହୋଇଅଛି। ଏହି ଗାଡ଼ି ରେ ମୋଟ ୨୦ ଜଣ ବାଦ୍ୟ କଳାକାର ମାନେ ଏକ ବିବାହ କାର୍ଯ୍ୟକ୍ରମ ରେ ଯୋଗ ଦେବା ପାଇଁ ତରବୋଡ ଗ୍ରାମ କୁ ଯାଉଥିବା ବେଳେ ଗାଡ଼ି ଟି ସୁନାପୁର ଠାରେ ଦୁର୍ଘଟଣା ଗସ୍ତ ହୋଇଅଛି। ୫ ଗୁରୁତର ଆହତ ହୋଇଥିବା ବେଳେ , ୧୫ ଜଣ ସାମାନ୍ୟ ଆହତ ହୋଇଛନ୍ତି। ପାଞ୍ଚ ଜଣ ଗୁରୁତର ଆହତ ଙ୍କୁ ନୂଆପଡ଼ା ଜିଲ୍ଲା ମୁଖ୍ୟ ସ୍ବାସ୍ଥ୍ୟ କେନ୍ଦ୍ର ରେ ଚିକିତ୍ସିତ ପାଇଁ ଭର୍ତ୍ତି ହୋଇଛନ୍ତି। ସେହିପରି ୧୫ ଜଣ ଙ୍କୁ ବୋଡ଼େନ ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ର ରେ ଚିକିତ୍ସିତ ହୋଇଥିବା ବେଳେ ଗାଡ଼ି କୁ ଉଦ୍ଧାର କରାଯାଉଅଛି। ଡୋଟୋ ଗ୍ରାମର ଡିଜେ ଗାଡ଼ି ତରର୍ବୋଡ କୁ ବିବାହ କାର୍ଯ୍ୟକ୍ରମ ପାଇଁ ଯାଉଥିଲା।

ନୂଆପଡା ରୁ ସୁଜିତ କୁମାର ପ୍ରଧାନ ଙ୍କ ରିପୋର୍ଟ

Related posts

ସୁନ୍ଦରଗଡ ଜିଲ୍ଲା ଲେଖକ ସାମ୍ମୁଖ୍ୟ ର ୧୭ତମ ବାର୍ଷିକ ଉତ୍ସବ 

masiha

ତ୍ରୁଟି ପୂର୍ଣ୍ଣ ଚେକ ଡେମ୍ ନିର୍ମାଣ ସାଙ୍ଗକୁ ମରାମତି ଅଭାବ ଯୋଗୁଁ ଜଳସେଚନର ଲକ୍ଷ୍ୟ ହାସଲ କରିପାରୁନାହିଁ, ଚାଷୀ ମୁଣ୍ଡରେ ଚଡ଼କ

Sunil Chandra Nayak

ବାଇକ ଦୁର୍ଘଟଣାରେ ଦୁଇ ଜଣ ଗୁରୁତର

masiha

Leave a Comment

error: Content is protected !!