ପ୍ରଗତିଶୀଳ ମସିହା, ନିର୍ଭୀକ I ନିର୍ଭୟ I ନିରପେକ୍ଷ
ଆଞ୍ଚଳିକ

ମାଁ ତାରିଣୀ ଅଷ୍ଟଚଣ୍ଡୀ ଶୈବଶକ୍ତି ପୀଠରେ ଉନ୍ନତି କରଣ ପାଇଁ ଭିତ୍ତିପ୍ରସ୍ତର ସ୍ଥାପନ

ମାଁ ତାରିଣୀ ଅଷ୍ଟଚଣ୍ଡୀ ଶୈବଶକ୍ତି ପୀଠରେ ଉନ୍ନତି କରଣ ପାଇଁ ଭିତ୍ତିପ୍ରସ୍ତର ସ୍ଥାପନ

କର୍ଲାମୁଣ୍ଡା: କଳାହାଣ୍ଡି ଜିଲ୍ଲା କର୍ଲାମୁଣ୍ଡା ବ୍ଲକ ରିଷିଡା ସ୍ଥିତ ମାଁ ତାରିଣୀ ଅଷ୍ଟ ଚଣ୍ଡୀ ଶୈବ ଶକ୍ତି ପୀଠ ଠାରେ ମନ୍ଦିର ଉନ୍ନତି କରଣ ପାଇଁ ମଙ୍ଗଳବାର ଭିତ୍ତିପ୍ରସ୍ତର ସ୍ଥାପନ ହୋଇଯାଇଛି l ବିଧାୟିକା ମନୋରମା ମହାନ୍ତି ଓ ନର୍ଲା ବ୍ଲକ ଅଧ୍ୟକ୍ଷ ଦୁର୍ଗା ପ୍ରସାଦ ମହାନ୍ତି ମୁଖ୍ୟ ଅତିଥି ଭାବେ ଯୋଗଦେଇ ଶିଳାନ୍ୟାସ କରିଥିଲେ l ସମ୍ମାନିତ ଅତିଥି ଭାବେ ଗ୍ରାମ କମିଟି ସଭାପତି ନନ୍ଦକିଶୋର ରଣା, ମୁରଲୀଧର ରଣା ଯୋଗଦେଇଥିବା ବେଳେ ପୂଜା କମିଟି ସଭାପତି କୈଳାସ କୁମୁରା ସଂପାଦକ ସୁଶାନ୍ତ ମଲ୍ଲିକ କାର୍ଯ୍ୟକ୍ରମ ପରିଚାଳନା କରିଥିଲେ l ଏଥିରେ ହୃଦାନନ୍ଦ ମଲ୍ଲିକ, ପ୍ରଶନ୍ନ ରଣା, ସୁଯ୍ଯମଣି ରଣା, ମହିମା ରଣା, ରଞ୍ଜନ ରଣା, ଚୁନୁ ପଟ୍ଟନାୟକ, କଫୁଳ ରଣା, ହିମାଂଶୁ ରଣା, ତାରା ଭୋଇ, ଲେଭା ଭୋଇ, କୁନି ଭୋଇ, ମହେନ୍ଦ୍ର ପ୍ରଧାନୀ, ଶେଷଦେବ ରଣା, ଦୁତିଆ ରଣା, ବୁହସ୍ପତି ରଣା, ସୋନୁ ରଣାଙ୍କ ସମେତ ମହିଳା ଓ ପୁରୁଷ ଯୋଗ ଦେଇଥିଲେ l

କର୍ଲାମୁଣ୍ଡାରୁ ସୁଶାନ୍ତ ରଣାଙ୍କ ରିପୋର୍ଟ, ମସୀହା

Related posts

ରାଇରଙ୍ଗପୁର ପୌରପାଳିକା ଆନୁକୁଲ୍ୟରେ ଜନଗଣନା କାର୍ଯ୍ୟକ୍ରମ ଶୁଭାରମ୍ଭ

Sunil Chandra Nayak

ଧର୍ମଗଡ ଠାରେ ୭୭ତମ ଉପଖଣ୍ଡ ସ୍ତରୀୟ ସ୍ୱାଧୀନତା ଦିବସ ପାଳନ ନିମନ୍ତେ ପ୍ରସ୍ତୁତି ବୈଠକ

Sunil Chandra Nayak

ମୁଖ୍ୟମନ୍ତ୍ରୀଙ୍କ ସରକାରୀ କାର୍ଯ୍ୟକ୍ରମରେ ମିଲର୍ସ ଙ୍କ ଠୁଁ ଚାନ୍ଦ ସଂଗ୍ରହ: ତେବେ କଟନି ଛଟନି ବନ୍ଦ ହେବ କେମିତି !!

masiha

Leave a Comment

error: Content is protected !!