ପ୍ରଗତିଶୀଳ ମସିହା, ନିର୍ଭୀକ I ନିର୍ଭୟ I ନିରପେକ୍ଷ
ଆଞ୍ଚଳିକ

ତେରେସିଂହା +୨ କଲେଜରେ ସଚେତନତା କର୍ମଶାଳା

ତେରେସିଂହା +୨ କଲେଜରେ ସଚେତନତା କର୍ମଶାଳା

କର୍ଲାମୁଣ୍ଡା: କର୍ଲାମୁଣ୍ଡା ବ୍ଲକ୍ ତେରେସିଂହା ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ, ତେରେସିଂହା ଠାରେ ଏଡ଼ସ୍ ଓ ରକ୍ତଦାନ ସଚେତନତା କର୍ମଶାଳା ଅନୁଷ୍ଠିତ ହୋଇ ଯାଇଛି l ଏହି କାର୍ଯ୍ୟକ୍ରମରେ ରେ ବିଦ୍ୟାଳୟ ର ଅଧ୍ୟକ୍ଷ ଜୟନ୍ତ ବାଗ ମୁଖ୍ୟ ଅତିଥି ଭାବେ ଯୋଗଦେଇ ଏଚ୍. ଆଇ. ଭି, ଏଡ଼ସ୍ ଓ ରକ୍ତଦାନ ସମ୍ବନ୍ଧୀୟ ଉପକାରିତା ଉପରେ ଆଲୋକପାତ କରିଥିଲେ l କାର୍ଯ୍ୟକ୍ରମକୁ ୱାଇଆରସି କାଉନସିଲର ମୁକେଶ କୁମାର ବହିଦାର ପରିଚାଳନା କରିଥିଲେ l ବରିଷ୍ଠ ଅଧ୍ୟାପକ ଆଭାସ ଚନ୍ଦ୍ର ଆଚାର୍ଯ୍ୟ ଯୋଗଦେଇ କିପରି ଏଚ୍. ଆଇ. ଭି, ଏଡ଼ସ୍ ରୁ ନିଜକୁ ସୁରକ୍ଷା ଦେବା ଓ ରକ୍ତଦାନ ର ସମ୍ପର୍କ ରେ ଆଲୋକପାତ କରିଥିଲେ l ଏହି ଅବସରରେ ଏକ ସଚେତନତା ରାଲି କରାଯାଇଥିଲା l ଏଥିରେ ବିଦ୍ୟାଳୟ ସମସ୍ତ କର୍ମଚାରୀ ସହଯୋଗ କରିଥିଲେ l 

କର୍ଲାମୁଣ୍ଡାରୁ ସୁଶାନ୍ତ ରଣାଙ୍କ ରିପୋର୍ଟ, ମସୀହା

Related posts

ଆଦର୍ଶ ପାଠାଗାରର ମାସିକ ସାହିତ୍ୟ ଆସର 

masiha

ଭାରତୀୟ ଷ୍ଟେଟ ବ୍ୟାଙ୍କ ଅଫ ଇଣ୍ଡିଆ ଜୟପାଟଣା ଶାଖା ପକ୍ଷରୁ ପ୍ରଧାନମନ୍ତ୍ରୀ ସୁରକ୍ଷା ବୀମା ରାଶି ପ୍ରଦାନ

masiha

କଳାହାଣ୍ଡି ଉତ୍ସବ ଘୁମୁରା -୨୦୨୩ ନିମନ୍ତେ ଚୂଡାନ୍ତ ପର୍ଯ୍ୟାୟ ବୈଠକ ଓ ସାମ୍ବାଦିକ ସମ୍ମିଳନୀ ଅନୁଷ୍ଠିତ, ଜିଲ୍ଲାର କଳା ସଂସ୍କୃତିକୁ ଦିଆଯିବ ଗୁରୁତ୍ବ !

Sunil Chandra Nayak

Leave a Comment

error: Content is protected !!