ପ୍ରଗତିଶୀଳ ମସିହା, ନିର୍ଭୀକ I ନିର୍ଭୟ I ନିରପେକ୍ଷ
ଧର୍ମୀୟ ସଂସ୍କୃତି

ସିଦ୍ଧ ବଳରାମ ଜୀଉଙ୍କ ମନ୍ଦିର ରେ ପାପ ମୋଚନୀ ଏକାଦଶୀ ପାଳିତ

ସିଦ୍ଧ ବଳରାମ ଜୀଉଙ୍କ ମନ୍ଦିର ରେ ପାପ ମୋଚନୀ ଏକାଦଶୀ ପାଳିତ

ଢେଙ୍କାନାଳ: କୈବଲ୍ୟ ବଜାର ସ୍ଥିତ ସିଦ୍ଧ ବଳରାମ ଜୀଉଙ୍କ ମନ୍ଦିର ରେ ଆଜି ଚୈତ୍ର ମାସ ର ପାପ ମୋଚନୀ ଏକାଦଶୀ ପାଳିତ ହୋଇଯାଇଛି।ପ୍ରାତଃ ସମୟ ରୁ ମଙ୍ଗଳ ଆଳତି ମହାସ୍ନାନ, ବସ୍ତ୍ର, ତୁଳସୀ ହାର ଓ ଫୁଲହାର, ବଲ୍ଲଭ ଭୋଗ ଲାଗି କରାଯାଇଥିଲା, ସକାଳ ଦଶଟା ସମୟରେ ଖେଚୁଡ଼ି ଭୋଗ ,ମଧ୍ୟାହ୍ନରେ ଅର୍ଣ୍ଣ ଧୁପ ସନ୍ଧ୍ୟା ବେଳେ ଆଳତୀ ରାତ୍ର ଧୂପ ଏକାଦଶୀ ବେଢା ଓ ମହା ଦୀପ ଉଠିବ, ମନ୍ଦିର ପହଡ଼ ପଡିବ। ପୂଜକ ମନ ସୁମନ ମିଶ୍ର , ପାଳିଆ ସେବକ ଶମ୍ଭୁନାଥ ମହାପାତ୍ର, ବ୍ରଜ ମୋହନ ମହାପାତ୍ର, କାହାଳିଆ ଟିକନ ବେହେରା, ଓ ମନ୍ଦିର ର ଜିମାଦାର ଶ୍ୟାମସୁନ୍ଦର ପାଣିଗ୍ରାହୀ, ଙ୍କ ଉପସ୍ଥିତ ରେ ଏହି ଚୈତ୍ର ମାସ ର ପାପ ମୋଚନୀ ଏକାଦଶୀ ନୀତି ପାଳିତ ହୋଇଯାଇଅଛି।

ଶୁଭମ୍ ପାଣି ଙ୍କ ରିପୋର୍ଟ୍ 

Related posts

ବାବା ଶ୍ରୀ ଶ୍ରୀ ଐଶ୍ବାନେଶ୍ବର ଶୈବ ପୀଠରେ ଶ୍ରାବଣୀ ଉତ୍ସବ

Sunil Chandra Nayak

ଆସନ୍ତା ୨୧ ତାରିଖ ରୁ ନର୍ଲା ରେ ୨୪ ପ୍ରହର ନମଯଜ୍ଞ

masiha

ବସ୍ତରେନ ମାଉଲି ଙ୍କ ଆଷାଢ କେନା ମଣ୍ଡେଇ ଓ ଲାଠିଯାତ୍ରା, କଣ୍ଟା ଦୋଳିରେ ଝୁଲିଲେ କାଲିସି 

masiha

Leave a Comment

error: Content is protected !!