ପ୍ରଗତିଶୀଳ ମସିହା, ନିର୍ଭୀକ I ନିର୍ଭୟ I ନିରପେକ୍ଷ
ଆଞ୍ଚଳିକ

୯୦ ତମ ଓଡ଼ିଶା ପୋଲିସ ପ୍ରତିଷ୍ଠା ଦିବସ ଉପଲକ୍ଷେ ନୂଆପଡ଼ା ଜିଲ୍ଲା ପୋଲିସ ଆରକ୍ଷୀ ଅଧିକ୍ଷକ ଡିଜିପି ପୁରସ୍କାର ରେ ସମ୍ମାନିତ 

୯୦ ତମ ଓଡ଼ିଶା ପୋଲିସ ପ୍ରତିଷ୍ଠା ଦିବସ ଉପଲକ୍ଷେ ନୂଆପଡ଼ା ଜିଲ୍ଲା ପୋଲିସ ଆରକ୍ଷୀ ଅଧିକ୍ଷକ ଡିଜିପି ପୁରସ୍କାର ରେ ସମ୍ମାନିତ 

 ନୂଆପଡା,ନୂଆପଡ଼ା ଜିଲ୍ଲା ପୋଲିସ ଆରକ୍ଷୀ ଅଧିକ୍ଷକ ଜିଆର ରାଘବେନ୍ଦ୍ର ନୂଆପଡ଼ା ରେ ଯୋଗ ଦାନ ପରେ ଜିଲ୍ଲା ରେ ଆଇନ ଶୃଙ୍ଖଳା ପରିସ୍ଥିତି ସୁଧାର ଆସିବା ସହ ଉଲ୍ଲେଖନୀୟ ଅବଦାନ ନେଇ ତାଙ୍କୁ ଡିଜିପି ପୁରସ୍କାର ରେ ସମ୍ମାନିତ ହୋଇଛନ୍ତି।୯୦ ତମ ଓଡ଼ିଶା ପୋଲିସ ପ୍ରତିଷ୍ଠା ଦିବସ ଉପଲକ୍ଷେ ନୂଆପଡ଼ା ଜିଲ୍ଲା ପୋଲିସ ଆରକ୍ଷୀ ଅଧିକ୍ଷକ ଡିଜିପି ପୁରସ୍କାର ରେ ସମ୍ମାନିତ ହୋଇଛନ୍ତି।

ନୂଆପଡା ରୁ ସୁଜିତ କୁମାର ପ୍ରଧାନ ଙ୍କ ରିପୋର୍ଟ

Related posts

ଗ୍ରାମୀଣ ନାଟ୍ୟ ଦିବସ ସମାରୋହରେ ଯୋଗଦେଲେ ବାଲେଶ୍ଵର ସାମ୍ବାଦିକ

Sunil Chandra Nayak

ରାଜ୍ୟ ସ୍ୱାସ୍ଥ୍ୟମନ୍ତ୍ରଙ୍କ ଆୟୁଷ୍ମାନ ଜନ ଆରୋଗ୍ୟ ମନ୍ଦିର ପରିଦର୍ଶନ ସହ ହିତାଧିକାରୀଙ୍କୁ ସ୍ୱାସ୍ଥ୍ୟ କାର୍ଡ଼ ବଣ୍ଟନ

masiha

ଶିକ୍ଷକ ସାରଙ୍ଗ ବହିଦାରଙ୍କୁ ଅବସରକାଳୀନ ସମ୍ବର୍ଦ୍ଧନା

Sunil Chandra Nayak

Leave a Comment

error: Content is protected !!