ପ୍ରଗତିଶୀଳ ମସିହା, ନିର୍ଭୀକ I ନିର୍ଭୟ I ନିରପେକ୍ଷ
ଆଞ୍ଚଳିକ

କୁତ୍ରା ବ୍ଲକ ପରିସରରେ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଅନୁଷ୍ଠିତ

କୁତ୍ରା ବ୍ଲକ ପରିସରରେ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଅନୁଷ୍ଠିତ

ସୁନ୍ଦରଗଡ଼, ୭/୦୪/୨୫: କୁତ୍ରା ବ୍ଲକ ପରିସରରେ ଆଜି ଜିଲ୍ଲା ପ୍ରଶାସନ ପକ୍ଷରୁ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଅନୁଷ୍ଠିତ ହୋଇଯାଇଛି। ଏଥିରେ ଅତିରିକ୍ତ ଜିଲ୍ଲାପାଳ ଶ୍ରୀ ରବି ନାରାୟଣ ସାହୁ ଯୋଗ ଦେଇ ଜନସାଧାରଣ ଙ୍କ ଅଭିଯୋଗ ଶୁଣାଣି କରିଥିଲେ।

    ଆଜି ମୋଟ ୪୪ ଗୋଟି ଅଭିଯୋଗ ଆସିଥିଲା। ସେଥି ମଧ୍ୟରୁ ୨୩ ଗୋଟି ବ୍ୟକ୍ତିଗତ ଅଭିଯୋଗ ରହିଥିବାବେଳେ ବେଳେ ୨୧ ଗୋଟି ସାମୁହିକ ଅଭିଯୋଗ ରହିଥିଲା। ସେହିଭଳି ୩ ଗୋଟି ଅଭିଯୋଗ ର ତତ୍ କ୍ଷଣାତ ସମାଧାନ କରାଯାଇଥିଲା। ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠିରୁ ଆର୍ଥିକ ସହାୟତା ନିମନ୍ତେ ୨ ଗୋଟି ଆବେଦନ ରହିଥିଲା।

    ଆଜିର ଏହି ଅଭିଯୋଗ ଶୁଣାଣି ରେ ମୁଖ୍ୟ ଉନ୍ନୟନ ଅଧିକାରୀ ତଥା ନିର୍ବାହୀ ଅଧିକାରୀ ଶ୍ରୀ ସୁରଞ୍ଜନ ସାହୁ, ଗୋଷ୍ଠି ଉନ୍ନୟନ ଅଧିକାରୀ ଶ୍ରୀ ଯୁଗଳ ବିଶ୍ଵାଳ , ସମସ୍ତ ବିଭାଗୀୟ ଅଧିକାରୀ ଉପସ୍ଥିତ ଥିଲେ। 

ରାଉରକେଲା ରୁ କୁଞ୍ଜ ବିହାରି ରାଉତ ଙ୍କ ରିପୋର୍ଟ୍ 

Related posts

ଓଡ଼ିଶା କୃଷି ଓ କୃଷକ ପ୍ରେରଣା ପୁରସ୍କାର ୨୦୨୩ ପ୍ରଦାନ

Sunil Chandra Nayak

” ଯଶନେ ଏ ଦସ୍ତାର ବନ୍ଦା” କାର୍ଯ୍ୟକ୍ରମରେ ଜଲସା ର ଜଲବା

Sunil Chandra Nayak

ଲୋକନାଥ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟର ବାର୍ଷିକ ଉତ୍ସବ

masiha

Leave a Comment

error: Content is protected !!