ପ୍ରଗତିଶୀଳ ମସିହା, ନିର୍ଭୀକ I ନିର୍ଭୟ I ନିରପେକ୍ଷ
ଆଞ୍ଚଳିକ

ବାଲୁକା କଳା ରେ ବି.ଆର. ଆମ୍ବେଦକର ଙ୍କୁ ଶ୍ରଦ୍ଧାଞ୍ଜଳି

ବାଲୁକା କଳା ରେ ବି.ଆର. ଆମ୍ବେଦକର ଙ୍କୁ ଶ୍ରଦ୍ଧାଞ୍ଜଳି

କର୍ଲାମୁଣ୍ଡା: ଡ଼ଃ. ବି. ଆର. ଆମ୍ବେଦକର ଙ୍କ ଜୟନ୍ତୀ ଉପଲକ୍ଷେ ବାଲୁକା କଳା ରେ ଆମ୍ବେଦକର ଙ୍କ ପ୍ରତିମୂର୍ତ୍ତି ନିର୍ମାଣ କରି ତାଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଇଛନ୍ତି କଳାହାଣ୍ଡି ଜିଲ୍ଲା କର୍ଲାମୁଣ୍ଡା ବ୍ଲକ ଗଜବାହାଲ ଗ୍ରାମ ପଞ୍ଚାୟତ ଅନ୍ତର୍ଗତ ଡ଼ଙ୍ଗରମୁଣ୍ଡା ଗ୍ରାମର ଆନ୍ତର୍ଜାତିକ ବାଲୁକା ଶିଳ୍ପୀ ଡ଼ଃ ଓମ ପ୍ରକାଶ ସାହୁ l ବାଲୁକା କଳା ପାଇଁ ଶ୍ରୀ ସାହୁ ବିଭିନ୍ନ ସମୟରେ ଜାତୀୟ ଆନ୍ତର୍ଜାତୀୟ ସ୍ତରରେ ବାଲୁକା କଳା ପ୍ରଦର୍ଶନ କରି ବେଶ କ୍ଷାତି ଅର୍ଜନ କରି ପାରିଛନ୍ତି l

କର୍ଲାମୁଣ୍ଡାରୁ ସୁଶାନ୍ତ ରଣାଙ୍କ ରିପୋର୍ଟ, ମସୀହା

Related posts

କିଶୋରୀ ବାଳିକା ମାନଙ୍କ ପାଇଁ ଦକ୍ଷତା ବିକାଶ ତାଲିମ

Sunil Chandra Nayak

ନିଆଁ ଲାଗି ୫ ଏକରଚାଷ ଜମି ର ପନିପରିବା ଓ ଡାଲି ଜାତୀୟ ଫସଲ ନଷ୍ଟ 

Sunil Chandra Nayak

ବ୍ରହ୍ମପୁର ପୋଲିସର କଡ଼ାକଡି ଚେକିଙ୍ଗ

Leave a Comment

error: Content is protected !!