ପ୍ରଗତିଶୀଳ ମସିହା, ନିର୍ଭୀକ I ନିର୍ଭୟ I ନିରପେକ୍ଷ
ଆଞ୍ଚଳିକ

କୋରାପୁଟରେ ଆମ୍ବେଦକରଙ୍କ ଜୟନ୍ତୀ ପାଳିତ

କୋରାପୁଟରେ ଆମ୍ବେଦକରଙ୍କ ଜୟନ୍ତୀ ପାଳିତ

କୋରାପୁଟ ସଦର ମହକୁମାରେ ସମ୍ବିଧାନ ପ୍ରଣେତା ଡ. ବି. ଆର. ଆମ୍ବେଦକରଙ୍କ ଜୟନ୍ତୀ ପାଳିତ ହୋଇଯାଇଛି। ଉପଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ସ୍ଥାପିତ ଆମ୍ବେଦକରଙ୍କ ପ୍ରତିମୂର୍ତ୍ତୀରେ କୋରାପୁଟ ଜିଲ୍ଲାପାଳ ଭି କୀର୍ତ୍ତି ୱାସନ, ଜିଲ୍ଲା ପରିଷଦ ସଭାପତି ସସ୍ମିତା ମେଲେକା,ପୌର ପରିଷଦ ଅଧ୍ୟକ୍ଷ ଲଲାଟ ରଞ୍ଜନ ସେଠୀ, ପୂର୍ବତନ ବିଧାୟକ ନିମାଇଁ ସରକାର,ବିଜେପି ଜିଲ୍ଲା ସଭାପତି ଶିବ ମୁଦୁଲି, ସାଂସଦଙ୍କ ପ୍ରତିନିଧି ମନୋଜ ଆଚାର୍ଯ୍ୟ,ସମାଜସେବୀ ରୂପକ ତୁରୁକ, କାମାକ୍ଷା ପ୍ରସାଦ ମାଝୀ ପ୍ରମୁଖଙ୍କ ସହ ଅନ୍ୟ ବ୍ୟକ୍ତି ବିଶେଷ ଯୋଗଦେଇ ପୁଷ୍ପ ମାଲ୍ୟାର୍ପଣ କରିଥିଲେ।ଏହି ଅବସରରେ ଆୟୋଜିତ ପ୍ରତିଯୋଗୀତାର କୃତୀ ପ୍ରତିଯୋଗୀମାନଙ୍କୁ ଅତିଥି ମାନଙ୍କ ଦ୍ବାରା ପୁରସ୍କୃତ କରାଯାଇଥିଲା।ଏହି କାର୍ଯ୍ୟକ୍ରମରେ ଜିଲ୍ଲା ସୂଚନା ଓ ଲୋକସମ୍ପର୍କ ବିଭାଗର ସନ୍ତୋଷ କୁମାର ସେଠି ଓ ଅଲିଭା କୁମାର ବେହେରା ଯୋଗଦେଇ ପରିଚାଳନା କରିଥିଲେ। 

ଗୌରୀ ପଟ୍ଟନାୟକ ଙ୍କ ରିପୋର୍ଟ୍ 

Related posts

ଜି ଟିଭି ଭାରତ ଓଡ଼ିଆର ୬ଷ୍ଠ ବାର୍ଷିକ ଉତ୍ସବ, ସାମ୍ବାଦିକମାନେ ସମାଜ ସଂସ୍କାର ପ୍ରମୁଖ ବିନ୍ଧାଣି

Sunil Chandra Nayak

୬୮ ତମ ବୀମା ସପ୍ତାହ ପାଳନ ଅବସରରେ ବିଦ୍ୟାଳୟରେ ଜୀବନ ବୀମା, ଉମରକୋଟ ତରଫରୁ ଚାରା ରୋପଣ 

masiha

ଆଇନସେବା ପ୍ରାଧିକରଣ ରୟଗଡା ଦ୍ୱାରା ସମ୍ବିଧାନ ଦିବସ ପାଳିତ

masiha

Leave a Comment

error: Content is protected !!