ପ୍ରଗତିଶୀଳ ମସିହା, ନିର୍ଭୀକ I ନିର୍ଭୟ I ନିରପେକ୍ଷ
ଆଞ୍ଚଳିକ

ସୁରୁ ମୁଣ୍ଡାଙ୍କୁ କେବେ ମିଳିବ ବିଦ୍ୟୁତ ସେବା ?

ସୁରୁ ମୁଣ୍ଡାଙ୍କୁ କେବେ ମିଳିବ ବିଦ୍ୟୁତ ସେବା ?

  ମୟୂରଭଞ୍ଜ – ୧୫/୦୪ //  ମୟୂରଭଞ୍ଜ ଜିଲ୍ଲାର ବିଜାତଳା ବ୍ଲକର ଦୁର୍ଗମ ଅଂଚଳ ମାଣିକପୁର ପଂଚାୟତ ଅନ୍ତର୍ଗତ ନୂଆଗାଁର ସୁରୁ ମୁଣ୍ଡାଙ୍କୁ ନିଜ ଘରେ ବିଦ୍ୟୁତ ସଂଯୋଗ ପାଇବା ପାଇଁ ଗତ ବର୍ଷ ଡିସେମ୍ବର ମାସରେ ବିଦ୍ୟୁତ ସେବା ପ୍ରଦାନକାରୀ ସଂସ୍ଥା ଟିପିଏନଓଡିଏଲର ଅନୁଭବ ସେବା କେନ୍ଦ୍ର ଅନଲାଇନ ମାଧ୍ୟମରେ ଆବେଦନ କରିଥିଲେ l ଏହାପରେଟଙ୍କା ପୈଠ କରିଥିଲେ l ସୁରୁ ମୁଣ୍ଡା ବହୁବାର ବିଦ୍ୟୁତ ଯୋଗାଣ ନିମନ୍ତେ ବିଭାଗୀୟ କାର୍ଯାଳୟକୁ ଦୌଡ଼ି ଦୌଡି ନୟାନ୍ତ ହୋଇଥିଲେ l ଟିପିଏନଓଡ଼ିଏଲ କର୍ମଚାରୀଙ୍କ ଅସହଯୋଗ ମନୋଭାବ ଯୋଗୁଁ ବିଦ୍ୟୁତ ସେବାରୁ ବଞ୍ଚିତ ହେଉଥିଲେ l ଆଜି ମଙ୍ଗଳବାର ଦିନ ବାମନଘାଟି ଉପଜିଲ୍ଲାପାଳଙ୍କ କାର୍ଯ୍ୟାଳୟଠାରେ ଜିଲ୍ଲାପାଳଙ୍କ ଅଭିଯୋଗ ଶୁଣାଣି ପ୍ରକୋଷ୍ଠରେ ସୁରୁ ମୁଣ୍ଡାଙ୍କୁ ବିଦ୍ୟୁତ ସେବା ଯୋଗାଇ ଦେବା ପାଇଁ ଅଭିଯୋଗ ଦେଇଥିଲେ l ଦାବି ପତ୍ର ପ୍ରଦାନ କରିଥିଲେ l

ମୟୂରଭଞ୍ଜ ରୁ ଅକ୍ଷୟ ବିଶ୍ବାଳ ମସିହା ନିଉଜ

Related posts

ହାପି ମୋମେଣ୍ଟସର ସମ୍ବଲପୁର ଦିନ

Sunil Chandra Nayak

ସାନପାଖଣା ରେଲଓ୍ବେ ଟ୍ରାକ ! ଟ୍ରେନ ଇଲେକ୍ଟ୍ରିକ୍ ଟାଓ୍ଵାର କାର଼ ଦୁର୍ଘଟଣାରେ ଯୁବତୀ ମୃତ ! ଯୁବତୀଙ୍କ ଖଣ୍ଡ ବିଖଣ୍ଡିତ ଶରୀର ଏଠି ସେଠି ପଡ଼ିଛି 

Sunil Chandra Nayak

ନବରଙ୍ଗପୁର ଜିଲ୍ଲାରେ ବିଶ୍ୱ ପରିବେଶ ଦିନସ ପାଳିତ: ୧୦ ଟି ବ୍ଳକରୁ ୧୦ ଜଣ  ପ୍ରକୃତି ବନ୍ଧୁ ସମ୍ମାନରେ ହେଲେ ସମ୍ମାନୀତ

Leave a Comment

error: Content is protected !!