ପ୍ରଗତିଶୀଳ ମସିହା, ନିର୍ଭୀକ I ନିର୍ଭୟ I ନିରପେକ୍ଷ
ଆଞ୍ଚଳିକ

ବିଦ୍ୟୁତ୍ ଆଘାତ ରେ ମା ପୁଅ ମୃତ

ବିଦ୍ୟୁତ୍ ଆଘାତ ରେ ମା ପୁଅ ମୃତ

କଳାହାଣ୍ଡି ଜିଲ୍ଲା ମଦନ ପୁର  ରାମ ପୁର ଥାନା ଅନ୍ତର୍ଗତ ସାଇଦଲଙ୍ଗା ଗ୍ରାମପଞ୍ଚାୟତ ର ଟୁର୍ଚି ( ଡଙ୍ଗର ପଡ଼ା ) ଠାରେ ,ସକାଳ ପ୍ରାୟ ନଅଟା ସମୟ ରେ ଏକ ଅଭାବନୀୟ ଘଟଣା ଘଟିଛି। ବିଦ୍ୟୁତ୍ ଆଘାତ ରେ ମା ପୁଅ ଙ୍କ ମୃତ୍ୟୁ ଘଟିବା ଅଞ୍ଚଳ ରେ ଚର୍ଚା ର ବିଷୟ ପାଲଟିଛି । ସୂଚନା ମୁତାବକ ଆଜି ସକାଳ ପ୍ରାୟ ନଅଟା ସମୟ ରେ ମଗସିର ସୁନା ଙ୍କ ପତ୍ନୀ ସୁନାଫୁଲ ସୁନା(୬୨) ଓଦା କପଡ଼ା ଶୁଖେଇବାକୁ ଯାଇ ବିତ୍ୟୁତ୍ ସଂଯୋଗ ରେ ଆସିଥିଲେ, ମାଆ ଙ୍କୁ ଏଭଳି ଅବସ୍ଥା ରେ ଦେଖି ଜୀବନ ବଞ୍ଚାଇବାକୁ ପୁଅ ରବି ସୁନା(୩୫) ମଧ୍ୟ ବିଦ୍ୟୁତ୍ ଆଘାତ ର ଶିକାର ହେଇଥିଲେ । ଘଟଣା ସ୍ଥଳରେ ହିଁ ମା ପୁଅ ଙ୍କ ମୃତ୍ୟୁ ଘଟିଛି ।

କଳାହାଣ୍ଡି ଜିଲ୍ଲା ପ୍ରତିନିଧି ବିଷ୍ଣୁ ଚରଣ ସ୍ଵାଇଁ ଙ୍କ ରିପୋର୍ଟ୍

Related posts

ମତଦାନ କେନ୍ଦ୍ର ଦାବି ପୂରଣ ନ ହେବାରୁ ଭୋଟ ବର୍ଜ୍ଜନ ନିଷ୍ପତ୍ତି ନେଲେ ସିର୍ଲିଗୁଡା ଗ୍ରାମବାସୀ

masiha

ଲାଞ୍ଜିଗଡ଼ ପଞ୍ଚାୟତ ସମିତିର ଦଶମ ବୈଠକ ଅନୁଷ୍ଠିତ

masiha

ଆମ ଗଞ୍ଜାମ, ସ୍ବଚ୍ଛ ଗଞ୍ଜାମ ଅଭିଯାନର ଶୁଭାରମ୍ଭ 

Leave a Comment

error: Content is protected !!