ପ୍ରଗତିଶୀଳ ମସିହା, ନିର୍ଭୀକ I ନିର୍ଭୟ I ନିରପେକ୍ଷ
ଆଞ୍ଚଳିକ

ନର୍ଲା ଓକିଲ ସଂଘ ପକ୍ଷରୁ ସ୍ବାଭିମାନ ଦିବସ ପାଳନ 

ନର୍ଲା ଓକିଲ ସଂଘ ପକ୍ଷରୁ ସ୍ବାଭିମାନ ଦିବସ ପାଳନ 

ନର୍ଲା,୨୮/୫   ନର୍ଲା ଓକିଲ ସଂଘ କାର୍ଯ୍ୟାଳୟ ଠାରେ ମଧୁବାବୁ ଜୟନ୍ତୀ ଓ ସ୍ବାଭିମାନ ଦିବସ ପାଳିତ ହୋଇଯାଇଛି। ଉତ୍କଳ ଗୌରବ ମଧୁସୁଦନ ଦାସଙ୍କ ଫୋଟୋ ଚିତ୍ରରେ ପୁଷ୍ପମାଲ୍ୟ ଅର୍ପଣ କରାଯିବା ସହ ପ୍ରଦିପ ପ୍ରଜ୍ବଳନ କରାଯାଇ ସଭା ଆରମ୍ଭ ହୋଇଥଲା। ମଧୁ ବାବୁଙ୍କ ଜୀବନୀ ଉପରେ ଆଲୋକପାତ କରିବା ସହ ଗଠନ ମୁଳକ କାମରେ ସହଯୋଗ କରିବାକୁ ସଭାପତି ଗୌର ହରିଜନ ସମସ୍ତ ସଭ୍ୟ ମାନଙ୍କୁ ଆହ୍ବାନ ଦେଇଥିଲେ। ସଭାରେ ସଂଘର ସଂପାଦକ ବିଶ୍ଵ ରଞ୍ଜନ ଭୋଇ, ଯୁଗ୍ମ ସଂପାଦକ ବିଭୂତି ଭୂଷଣ ବହିଦାର, କୋଷାଧ୍ୟକ୍ଷ ଡ. ସଞ୍ଜୟ ଧଙ୍ଗଡାମାଝୀଙ୍କ ସମେତ ସମସ୍ତ ଓକିଲ ଉପସ୍ଥିତ ରହିଥିଲେ। ଏହି ଅବସରରେ ନୀରିହ ଗରିବ ଲୋକମାନଙ୍କୁ ଆଇନ ସହାୟତା ଅତି କମ ମୂଲ୍ୟରେ ଯୋଗାଇ ଦେବା ପାଇଁ ମତ ପ୍ରକାଶ ପାଇଥିଲା। 

ଦୀପକ ଠାକୁର ଙ୍କ ରିପୋର୍ଟ୍ 

Related posts

ଓଡିଶା ଶିଳ୍ପସଂଘ ପକ୍ଷରୁ ଉତ୍କଳ ଦିବସ ପାଳିତ

Sunil Chandra Nayak

ମୁଖ୍ୟମନ୍ତ୍ରୀ ଙ୍କ ବ୍ୟକ୍ତିଗତ ସଚିବ ତଥା ୫ଟି ସଚିବ ଭିକେ ପାଣ୍ଡିଆନଙ୍କ ଧର୍ମଗଡ ଗ୍ରସ୍ତ ,ଭଣ୍ଡାର ଘରଣୀ ମନ୍ଦିର ର ଉନ୍ନତି କରଣ ପାଇଁ ପ୍ରାୟ ୧ କୋଟି ୯ ଲକ୍ଷ ଟଙ୍କା ର ଅନୁଦାନ ଘୋଷଣା

Sunil Chandra Nayak

ସରକାରୀ ସ୍ୱୟଂଶାସିତ ମହାବିଦ୍ୟାଳୟ, ରାଉରକେଲା ପକ୍ଷରୁ ଦ୍ୱିଦିବସୀୟ ଆନ୍ତର୍ଜାତୀୟ ସମ୍ମିଳନୀ ଉଦ୍‌ଯାପିତ

masiha

Leave a Comment

error: Content is protected !!