ପ୍ରଗତିଶୀଳ ମସିହା, ନିର୍ଭୀକ I ନିର୍ଭୟ I ନିରପେକ୍ଷ
ଆଞ୍ଚଳିକ

ନଗର ଯାଦବ ସମାଜ ପକ୍ଷରୁ ଦୀପ ପ୍ରଜ୍ବଳନ 

ନଗର ଯାଦବ ସମାଜ ପକ୍ଷରୁ ଦୀପ ପ୍ରଜ୍ବଳନ 

ତା. 27.04.25 ରିଖରେ ଭବାନିପାଟଣା ମା ମାଣିକେଶ୍ଵରୀ ମନ୍ଦିର ପରିସରରେ ନଗର ଯାଦବ ସମାଜ ପକ୍ଷରୁ ଦୀପ ପ୍ରଜ୍ବଳନ ବା ଦୀପ ଦାନ କରି ଜମ୍ମୁ କାଶ୍ମିରର ପହଲଗାମ ଆତଙ୍କବାଦୀ ଆକ୍ରମଣରେ ମୃତ୍ଯୁ ବରଣ କରିଥିବା ସମସ୍ତ ଭାରତୀୟଙ୍କ ପ୍ରତି ଶ୍ରଦ୍ଧାଞ୍ଜଳି ଜ୍ଞାପନ କରାଯିବା ସହ ସେମାନଙ୍କ ପରିବାର ପ୍ରତି ସମବେଦନା  ସହ ଅଶ୍ରୁଳ ଶ୍ରଦ୍ଧାଞ୍ଜଳୀ ଅର୍ପଣ କରାଯାଇଥିଲା। ଏହି ପରିସ୍ତିତିରେ ମୃତକଙ୍କ ଅମର ଆତ୍ମାର ସଦଗତି ନିମନ୍ତେ ଦୁଇ ମିନିଟ୍ ନିରବ ପ୍ରାର୍ଥନା କରାଯାଇଥିଲା।

କଳାହାଣ୍ଡି ଜିଲ୍ଲା ପ୍ରତିନିଧି ବିଷ୍ଣୁ ଚରଣ ସ୍ଵାଇଁ ଙ୍କ ରିପୋର୍ଟ୍

Related posts

ସାପ୍ତାହିକ କବିତା ପ୍ରତିଯୋଗିତା ଫଳାଫଳ ପ୍ରକାଶ

masiha

ଜୟଦେବ ଜୟନ୍ତୀ ପାଳିତ

Sunil Chandra Nayak

ରାୟଗଡାରେ ଦିତୀୟ ଜିଲ୍ଳାସ୍ତରୀୟ ଲୋକଅଦାଲତ ଅନୁଷ୍ଠିତ

Leave a Comment

error: Content is protected !!